Leviticus 11:23 — Compare Translations
5 translations compared side by side
Odia - 1840
"ମାତ୍ର ଏମାନଙ୍କ ବ୍ଯତୀତ ଚାରି ଗୋଡିଆ ଉଡନ୍ତା ସମସ୍ତ ପତଙ୍ଗ ତୁମ୍ଭମାନଙ୍କର ଘୃଣା ଯୋଗ୍ଯ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଏହା ଛଡ଼ା ଚାରିଗୋଡ଼ିଆ ଉଡ଼ନ୍ତା ସମସ୍ତ ପତଙ୍ଗ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
“ମାତ୍ର ଏମାନଙ୍କ ବ୍ୟତୀତ ଗ୍ଭରିଗୋଡ଼ିଆ ଉଡ଼ନ୍ତା ସମସ୍ତ ପତଙ୍ଗ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଏହାଛଡ଼ା ଚାରିଗୋଡ଼ିଆ ଉଡ଼ନ୍ତା ସମସ୍ତ ପତଙ୍ଗ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ହେବେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଏହା ଛଡ଼ା ଚାରିଗୋଡ଼ିଆ ଉଡ଼ନ୍ତା ସମସ୍ତ ପତଙ୍ଗ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ହେବେ।