Leviticus 11:24 — Compare Translations
5 translations compared side by side
Odia - 1840
"ଆଉ ଏମାନଙ୍କ ଦ୍ବାରା ତୁମ୍ଭମାନେେ ଅଶୁଚି ହବେ, ୟିଏ କହେି ସମାନଙ୍କେର ଶବ ଛୁଇଁବ ସେ ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଏମାନଙ୍କ ଦ୍ଵାରା ତୁମ୍ଭେମାନେ ଅଶୁଚି ହେବ; ଯେକେହି ସେମାନଙ୍କର ଶବ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଏମାନଙ୍କ ଦ୍ୱାରା ତୁମ୍ଭେମାନେ ଅଶୁଚି ହେବ, ଯେକେହି ସେମାନଙ୍କର ଶବ ଛୁଇଁବ ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଏମାନଙ୍କ ଦ୍ୱାରା ତୁମ୍ଭେମାନେ ଅଶୁଚି ହେବ; ଯେକେହି ସେମାନଙ୍କର ଶବ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଏମାନଙ୍କ ଦ୍ୱାରା ତୁମ୍ଭେମାନେ ଅଶୁଚି ହେବ; ଯେକେହି ସେମାନଙ୍କର ଶବ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।