Leviticus 11:25 — Compare Translations
5 translations compared side by side
Odia - 1840
"ପୁଣି ଯେକହେି ସମାନଙ୍କେର ଶବର କୌଣସି ଅଂଶ ବହନ କରିବ, ସେ ନିଜର ବସ୍ତ୍ର ଧୋଇବ ଓ ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯେକେହି ସେମାନଙ୍କ ଶବର କୌଣସି ଅଂଶ ବହିବ, ସେ ଆପଣା ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଯେକେହି ସେମାନଙ୍କର ଶବର କୌଣସି ଅଂଶ ବହନ କରିବ, ସେ ନିଜର ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେକେହି ସେମାନଙ୍କ ଶବର କୌଣସି ଅଂଶ ବହିବ, ସେ ଆପଣା ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେକେହି ସେମାନଙ୍କ ଶବର କୌଣସି ଅଂଶ ବହିବ, ସେ ଆପଣା ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।