Leviticus 11:26 — Compare Translations
5 translations compared side by side
Odia - 1840
" ଯେଉଁସବୁ ଜନ୍ତୁର ଖୁରା ବିଭକ୍ତ ମାତ୍ର ପାଦ ଚିରା ନୁହେଁ, କିମ୍ବା ଯେଉଁମାନେ ପାକୁଳି କରନ୍ତି ନାହିଁ ସମାନେେ ତୁମ୍ଭମାନଙ୍କ ପାଇଁ ଅଶୁଚି। ୟିଏ କହେି ସମାନଙ୍କେୁ ସ୍ପର୍ଶ କରିବ ସେ ଅଶୁଚି ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେସବୁ ଜନ୍ତୁର ଖୁରା ବିଭକ୍ତ, ମାତ୍ର ପାଦ ଚିରା ନୁହେଁ, କିଅବା ଯେଉଁମାନେ ପାକୁଳି କରନ୍ତି ନାହିଁ, ସେମାନେ ତୁମ୍ଭମାନଙ୍କ ନିକଟରେ ଅଶୁଚି; ଯେକେହି ସେମାନଙ୍କୁ ଛୁଏଁ, ସେ ଅଶୁଚି ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ପଶୁମାନଙ୍କ ସମ୍ବନ୍ଧୀୟ ଅଧିକ ବ୍ୟବସ୍ଥା “ଯେଉଁସବୁ ଜନ୍ତୁର ଖୁରା ବିଭକ୍ତ ମାତ୍ର ପାଦ ଚିରା ନୁହେଁ, କିମ୍ବା ଯେଉଁମାନେ ପାକୁଳି କରନ୍ତି ନାହିଁ ସେମାନେ ତୁମ୍ଭମାନଙ୍କ ପାଇଁ ଅଶୁଚି। ଯେକେହି ସେମାନଙ୍କୁ ସ୍ପର୍ଶ କରିବ ସେ ଅଶୁଚି ହେବ। ପୁଣି ଗ୍ଭରିଗୋଡ଼ିଆ ବନ୍ୟଜନ୍ତୁମାନଙ୍କ ମଧ୍ୟରେ ଯେଉଁମାନେ ତଳିପାଦରେ ଗ୍ଭଳନ୍ତି, ସେମାନେ ତୁମ୍ଭମାନଙ୍କ ପାଇଁ ଅଶୁଚି। ଯେକେହି ସେମାନଙ୍କ ଶବ ସ୍ପର୍ଶ କରିବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁସବୁ ପଶୁର ଖୁରା ବିଭକ୍ତ, ମାତ୍ର ପାଦ ଚିରା ନୁହେଁ, କିଅବା ଯେଉଁମାନେ ପାକୁଳି କରନ୍ତି ନାହିଁ, ସେମାନେ ତୁମ୍ଭମାନଙ୍କ ନିକଟରେ ଅଶୁଚି; ଯେକେହି ସେମାନଙ୍କୁ ଛୁଇଁବ, ସେ ଅଶୁଚି ହେବ।
Odia IRV 2017 (ଓଡିଆ ବାଇବେଲ)
ଯେଉଁସବୁ ପଶୁର ଖୁରା ବିଭକ୍ତ, ମାତ୍ର ପାଦ ଚିରା ନୁହେଁ, କିଅବା ଯେଉଁମାନେ ପାକୁଳି କରନ୍ତି ନାହିଁ, ସେମାନେ ତୁମ୍ଭମାନଙ୍କ ନିକଟରେ ଅଶୁଚି; ଯେକେହି ସେମାନଙ୍କୁ ଛୁଇଁବ, ସେ ଅଶୁଚି ହେବ।