Leviticus 11:27 — Compare Translations
4 translations compared side by side
Odia - 1840
"ପୁଣି ଚାରିଗୋଡିଆ ବନ୍ଯଜନ୍ତୁମାନଙ୍କ ମଧିଅରେ ଯେଉଁମାନେ ତଳିପାଦ ରେ ଚାଳନ୍ତି, ସମାନେେ ତୁମ୍ଭମାନଙ୍କ ପାଇଁ ଅଶୁଚି। ୟିଏ କହେି ସମାନଙ୍କେ ଶବ ସ୍ପର୍ଶ କରିବ, ସେ ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଚାରିଗୋଡ଼ିଆ ବନଜନ୍ତୁମାନଙ୍କ ମଧ୍ୟରେ ଯେଉଁମାନେ ତଳିପାରେ ଚାଲନ୍ତି, ସେମାନେ ତୁମ୍ଭମାନଙ୍କ ପ୍ରତି ଅଶୁଚି; ଯେକେହି ସେମାନଙ୍କର ଶବ ଛୁଅଁଇ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଚାରିଗୋଡ଼ିଆ ବନ୍ୟଜନ୍ତୁମାନଙ୍କ ମଧ୍ୟରେ ଯେଉଁମାନେ ତଳିପାରେ ଚାଲନ୍ତି, ସେମାନେ ତୁମ୍ଭମାନଙ୍କ ପ୍ରତି ଅଶୁଚି; ଯେକେହି ସେମାନଙ୍କର ଶବ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଚାରିଗୋଡ଼ିଆ ବନ୍ୟଜନ୍ତୁମାନଙ୍କ ମଧ୍ୟରେ ଯେଉଁମାନେ ତଳିପାରେ ଚାଲନ୍ତି, ସେମାନେ ତୁମ୍ଭମାନଙ୍କ ପ୍ରତି ଅଶୁଚି; ଯେକେହି ସେମାନଙ୍କର ଶବ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।