Leviticus 11:28 — Compare Translations

5 translations compared side by side

Odia - 1840
"ୟିଏ ସମାନଙ୍କେର ଶବ ବହନ କରିବ, ସେ ନିଜର ବସ୍ତ୍ର ଧୋଇବ ଓ ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବ। ସଗେୁଡିକ ତୁମ୍ଭମାନଙ୍କ ପାଇଁ ଅଶୁଚି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯେକେହି ସେମାନଙ୍କର ଶବ ବହିବ, ସେ ଆପଣା ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ସେମାନେ ତୁମ୍ଭମାନଙ୍କ ପ୍ରତି ଅଶୁଚି ।
Odia Bible ERV 2004 (ପବିତ୍ର ବାଇବଲ)
ଯିଏ ସେମାନଙ୍କର ଶବ ବହନ କରିବ, ସେ ନିଜର ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ। ସେଗୁଡ଼ିକ ତୁମ୍ଭମାନଙ୍କ ପାଇଁ ଅଶୁଚି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେକେହି ସେମାନଙ୍କର ଶବ ବହିବ, ସେ ଆପଣା ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ସେମାନେ ତୁମ୍ଭମାନଙ୍କ ପ୍ରତି ଅଶୁଚି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେକେହି ସେମାନଙ୍କର ଶବ ବହିବ, ସେ ଆପଣା ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ସେମାନେ ତୁମ୍ଭମାନଙ୍କ ପ୍ରତି ଅଶୁଚି।