Leviticus 11:29 — Compare Translations

5 translations compared side by side

Odia - 1840
"ଆଉ ଭୂଚର ଉରୋଗାମୀ ଜନ୍ତୁମାନଙ୍କ ମଧିଅରେ ଏଗୁଡିକ ତୁମ୍ଭମାନଙ୍କ ପାଇଁ ଅଶୁଚି ହବେ। ସମାନେେ ହେଲ ଚୁଚୁନ୍ଦ୍ରା, ମୂଷା ଓ ସବୁ ଜାତିର ବଡ ଏଣ୍ଡୁଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଭୂଚର ଉରୋଗାମୀ ଜନ୍ତୁମାନଙ୍କ ମଧ୍ୟରେ ଏହି ସବୁ ତୁମ୍ଭମାନଙ୍କ ପ୍ରତି ଅଶୁଚି ହେବେ; ଖୋଲେଦ ଓ ମୂଷା; ପୁଣି, ଆପଣା ଆପଣା ଜାତି ଅନୁସାରେ ବଡ଼ ଏଣ୍ତୁଅ;
Odia Bible ERV 2004 (ପବିତ୍ର ବାଇବଲ)
ଉରୋଗାମୀ ଜନ୍ତୁମାନଙ୍କ ବିଷୟରେ ବିଧି “ଆଉ ଭୂଚର ଉରୋଗାମୀ ଜନ୍ତୁମାନଙ୍କ ମଧ୍ୟରେ ଏଗୁଡ଼ିକ ତୁମ୍ଭମାନଙ୍କ ପାଇଁ ଅଶୁଚି ହେବ। ସେମାନେ ହେଲେ ଚୁଚୁନ୍ଦ୍ରା, ମୂଷା ଓ ସବୁ ଜାତିର ବଡ଼ ଏଣ୍ଡୁଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଭୂଚର ଉରୋଗାମୀ ଜନ୍ତୁମାନଙ୍କ ମଧ୍ୟରେ ଏହିସବୁ ତୁମ୍ଭମାନଙ୍କ ପ୍ରତି ଅଶୁଚି ହେବେ; ଖୋଲେଦ (ଗୋଧି) ଓ ମୂଷା; ପୁଣି, ଆପଣା ଆପଣା ଜାତି ଅନୁସାରେ ବଡ଼ ଏଣ୍ଡୁଅ;
Odia IRV 2017 (ଓଡିଆ ବାଇବେଲ)
ଆଉ, ଭୂଚର ଉରୋଗାମୀ ଜନ୍ତୁମାନଙ୍କ ମଧ୍ୟରେ ଏହି ସବୁ ତୁମ୍ଭମାନଙ୍କ ପ୍ରତି ଅଶୁଚି ହେବେ; ଖୋଲେଦ (ଗୋଧି) ଓ ମୂଷା; ପୁଣି, ଆପଣା ଆପଣା ଜାତି ଅନୁସାରେ ବଡ଼ ଏଣ୍ଡୁଅ;