Leviticus 11:3 — Compare Translations
5 translations compared side by side
Odia - 1840
"ପଶୁମାନଙ୍କ ମଧିଅରେ ଯାହାର ଖୁରା ଦୁଇ ଭାଗ ରେ ବିଭକ୍ତ ଓ ପାଦ ଚିରା ଏବଂ ଯେ ପାକୁଳି କରେ, ତାହାକୁ ତୁମ୍ଭମାନେେ ଭୋଜନ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପଶୁଗଣ ମଧ୍ୟରେ ଯାହାର ଖୁରା ବିଭକ୍ତ ଓ ପାଦ ଚିରା ଓ ଯେ ପାକୁଳି କରେ, ତାହାକୁ ତୁମ୍ଭେମାନେ ଭୋଜନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ପଶୁମାନଙ୍କ ମଧ୍ୟରେ ଯାହାର ଖୁରା ଦୁଇ ଭାଗରେ ବିଭକ୍ତ ଓ ପାଦ ଚିରା ଏବଂ ଯେ ପାକୁଳି କରେ, ତାହାକୁ ତୁମ୍ଭେମାନେ ଭୋଜନ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପଶୁମାନଙ୍କ ମଧ୍ୟରେ ଯାହାର ଖୁରା ବିଭକ୍ତ ଓ ପାଦ ଚିରା ଓ ଯେ ପାକୁଳି କରେ, ତାହାକୁ ତୁମ୍ଭେମାନେ ଭୋଜନ କରିବ।
Odia IRV 2017 (ଓଡିଆ ବାଇବେଲ)
ପଶୁମାନଙ୍କ ମଧ୍ୟରେ ଯାହାର ଖୁରା ବିଭକ୍ତ ଓ ପାଦ ଚିରା ଓ ଯେ ପାକୁଳି କରେ, ତାହାକୁ ତୁମ୍ଭେମାନେ ଭୋଜନ କରିବ।