Leviticus 11:30 — Compare Translations
5 translations compared side by side
Odia - 1840
"ଆଉ ଝିଟିପିଟି, ସ୍ଥଳ କୁମ୍ଭୀର, ଏଣ୍ଡୁଅ, ବାଲି ଏଣ୍ଡୁଅ ଓ ବହୁରୂପୀ ଏଣ୍ଡୁଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଝିଟିପିଟି ଓ ସ୍ଥଳ-କୁମ୍ଭୀର ଓ ଏଣ୍ତୁଅ ଓ ବାଲିଏଣ୍ତୁଅ ଓ ବହୁରୂପା ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଝିଟିପିଟି, ସ୍ଥଳ କୁମ୍ଭୀର, ଏଣ୍ଡୁଅ, ବାଲି ଏଣ୍ଡୁଅ ଓ ବହୁରୂପୀ ଏଣ୍ଡୁଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଏଣ୍ଡୁଅ ଓ ସ୍ଥଳ କୁମ୍ଭୀର, ଝିଟିପିଟି, ବାଲିଏଣ୍ଡୁଅ ଓ ବହୁରୂପୀ (ପୋହଳା ଏଣ୍ଡୁଅ)।
Odia IRV 2017 (ଓଡିଆ ବାଇବେଲ)
ଆଉ, ଏଣ୍ଡୁଅ ଓ ସ୍ଥଳ କୁମ୍ଭୀର, ଝିଟିପିଟି, ବାଲିଏଣ୍ଡୁଅ ଓ ବହୁରୂପୀ (ପୋହଳା ଏଣ୍ଡୁଅ)।