Leviticus 11:31 — Compare Translations

5 translations compared side by side

Odia - 1840
"ଏହି ଉରୋଗାମୀ ଜନ୍ତୁଗୁଡିକ ତୁମ୍ଭମାନଙ୍କ ପାଇଁ ଅଶୁଚି ହବେେ। ଯେ କହେି ସମାନଙ୍କେର ଶବକୁ ଛୁଇଁବ ସେ ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଉରୋଗାମୀ ଜନ୍ତୁମାନଙ୍କ ମଧ୍ୟରେ ଏହି ସମସ୍ତ ତୁମ୍ଭମାନଙ୍କ ପ୍ରତି ଅଶୁଚି ହେବେ; ସେମାନେ ମଲେ ଯେକେହି ସେମାନଙ୍କୁ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଉରୋଗାମୀ ଜନ୍ତୁଗୁଡ଼ିକ ତୁମ୍ଭମାନଙ୍କ ପାଇଁ ଅଶୁଚି ହେବେ। ଯେକେହି ସେମାନଙ୍କର ଶବକୁ ଛୁଇଁବ ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଉରୋଗାମୀ ଜନ୍ତୁମାନଙ୍କ ମଧ୍ୟରେ ଏହି ସମସ୍ତ ତୁମ୍ଭମାନଙ୍କ ପ୍ରତି ଅଶୁଚି ହେବେ; ସେମାନେ ମଲେ ଯେକେହି ସେମାନଙ୍କୁ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
Odia IRV 2017 (ଓଡିଆ ବାଇବେଲ)
ଉରୋଗାମୀ ଜନ୍ତୁମାନଙ୍କ ମଧ୍ୟରେ ଏହି ସମସ୍ତ ତୁମ୍ଭମାନଙ୍କ ପ୍ରତି ଅଶୁଚି ହେବେ; ସେମାନେ ମଲେ ଯେକେହି ସେମାନଙ୍କୁ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।