Leviticus 11:32 — Compare Translations
5 translations compared side by side
Odia - 1840
"ଅଶୁଚି ପ୍ରାଣୀମାନଙ୍କ ଶବ କୌଣସି ଦ୍ରବ୍ଯ ଉପରେ ପଡିଲେ ତାହା ଅଶୁଚି ହବେ। ଯଦି ସହେି ଶବ କାଠପାତ୍ର କି ବସ୍ତ୍ର, କି ଚର୍ମ କି ଅଖା କିମ୍ବା କୌଣସି କର୍ମ ହତିଆର ଉପରେ ପଡିଲେ ତାହା ଜଳ ରେ ଧୂଆୟିବା ଉଚିତ୍। ଆଉ ତାହା ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବ। ତା'ପରେ ଶୁଚି ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କ ମଧ୍ୟରୁ କୌଣସି ମଡ଼ା କୌଣସି ଦ୍ରବ୍ୟ ଉପରେ ପଡ଼ିଲେ, ତାହା ଅଶୁଚି ହେବ; କାଠ ପାତ୍ର କି ବସ୍ତ୍ର କି ଚର୍ମ କି ଅଖା, ଯେକୌଣସି କର୍ମଯୋଗ୍ୟ ପାତ୍ର ଉପରେ ପଡ଼ିଲେ, ତାହା ଜଳରେ ଡୁବାଯିବ, ଆଉ ତାହା ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ତହିଁ ଉତ୍ତାରେ ତାହା ଶୁଚି ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଅଶୁଚି ପ୍ରାଣୀମାନଙ୍କ ବିଷୟରେ ବିଧି “ଅଶୁଚି ପ୍ରାଣୀମାନଙ୍କ ଶବ କୌଣସି ଦ୍ରବ୍ୟ ଉପରେ ପଡ଼ିଲେ ତାହା ଅଶୁଚି ହେବ। ଯଦି ସେହି ଶବ କାଠପାତ୍ର କି ବସ୍ତ୍ର, କି ଚର୍ମ କି ଅଖା କିମ୍ବା କୌଣସି କର୍ମ ହତିଆର ଉପରେ ପଡ଼ିଲେ ତାହା ଜଳରେ ଧୂଆଯିବା ଉଚିତ୍। ଆଉ ତାହା ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ। ତା’ପରେ ଶୁଚି ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କ ମଧ୍ୟରୁ କୌଣସି ଶବ କୌଣସି ଦ୍ରବ୍ୟ ଉପରେ ପଡ଼ିଲେ, ତାହା ଅଶୁଚି ହେବ; କାଠ ପାତ୍ର, ବସ୍ତ୍ର, ଚର୍ମ କି ଅଖା, ଯେକୌଣସି କର୍ମଯୋଗ୍ୟ ପାତ୍ର ଉପରେ ପଡ଼ିଲେ, ତାହା ଜଳରେ ଡୁବାଯିବ, ଆଉ ତାହା ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ତହିଁ ଉତ୍ତାରେ ତାହା ଶୁଚି ହେବ।
Odia IRV 2017 (ଓଡିଆ ବାଇବେଲ)