Leviticus 11:35 — Compare Translations
5 translations compared side by side
Odia - 1840
"ପୁଣି ଯେକୌଣସି ଦ୍ରବ୍ଯ ଉପରେ ସମାନଙ୍କେର ଶବର କିଛି ପଡେ, ତାହା ଅଶୁଚି ହବେ, ତୁନ୍ଦୁର ହେଉ କିମ୍ବା ହାଣ୍ଡି ହେଉ ତାହା ଭଙ୍ଗା ୟିବ, ତାହା ଅଶୁଚି ଅଟେ ଓ ତାହା ତୁମ୍ଭମାନଙ୍କ ପାଇଁ ଅଶୁଚି ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯେକୌଣସି ଦ୍ରବ୍ୟ ଉପରେ ସେମାନଙ୍କ ଶବର କିଛି ପଡ଼େ, ତାହା ଅଶୁଚି ହେବ; ତନ୍ଦୁର ହେଉ କି ହାଣ୍ତିଟାଙ୍ଗରା ହେଉ, ତାହା ଭଙ୍ଗାଯିବ; ତାହା ଅଶୁଚି ଅଟେ ଓ ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଯେକୌଣସି ଦ୍ରବ୍ୟ ଉପରେ ସେମାନଙ୍କର ଶବର କିଛି ପଡ଼େ, ତାହା ଅଶୁଚି ହେବ, ତୁନ୍ଦୁର ହେଉ କିମ୍ବା ହାଣ୍ଡି ହେଉ ତାହା ଭଙ୍ଗା ଯିବ, ତାହା ଅଶୁଚି ଅଟେ ଓ ତାହା ତୁମ୍ଭମାନଙ୍କ ପାଇଁ ଅଶୁଚି ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେକୌଣସି ଦ୍ରବ୍ୟ ଉପରେ ସେମାନଙ୍କ ଶବର କିଛି ପଡ଼େ, ତାହା ଅଶୁଚି ହେବ; ତନ୍ଦୁର ହେଉ କି ଚୁଲି ହେଉ, ତାହା ଭଙ୍ଗାଯିବ; ତାହା ଅଶୁଚି ଅଟେ ଓ ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେକୌଣସି ଦ୍ରବ୍ୟ ଉପରେ ସେମାନଙ୍କ ଶବର କିଛି ପଡ଼େ, ତାହା ଅଶୁଚି ହେବ; ତନ୍ଦୁର ହେଉ କି ଚୁଲି ହେଉ, ତାହା ଭଙ୍ଗାଯିବ; ତାହା ଅଶୁଚି ଅଟେ ଓ ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି ହେବ।