Leviticus 11:36 — Compare Translations
5 translations compared side by side
Odia - 1840
"କୌଣସି ଝରଣା କିମ୍ବା କୂପରେ ଥିବା ଜଳ ଶୁଚି ହବେ। ମାତ୍ର ୟିଏ କହେି ସମାନଙ୍କେର ଶବ ଛୁଏଁ ସେ ଅଶୁଚି ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ନିର୍ଝର କିଅବା ଯେଉଁ କୂପରେ ଅନେକ ଜଳ ଥାଏ, ତାହା ଶୁଚି ହେବ; ମାତ୍ର ଯେ ସେମାନଙ୍କର ଶବ ଛୁଏଁ, ସେ ଅଶୁଚି ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“କୌଣସି ଝରଣା କିମ୍ବା କୂପରେ ଥିବା ଜଳ ଶୁଚି ହେବ। ମାତ୍ର ଯେକେହି ସେମାନଙ୍କର ଶବ ଛୁଏଁ ସେ ଅଶୁଚି ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ନିର୍ଝର କିଅବା ଯେଉଁ କୂପରେ ଅନେକ ଜଳ ଥାଏ, ତାହା ଶୁଚି ହେବ; ମାତ୍ର ଯେ ସେମାନଙ୍କର ଶବ ଛୁଇଁବ, ସେ ଅଶୁଚି ହେବ।
Odia IRV 2017 (ଓଡିଆ ବାଇବେଲ)
ତଥାପି ନିର୍ଝର କିଅବା ଯେଉଁ କୂପରେ ଅନେକ ଜଳ ଥାଏ, ତାହା ଶୁଚି ହେବ; ମାତ୍ର ଯେ ସେମାନଙ୍କର ଶବ ଛୁଇଁବ, ସେ ଅଶୁଚି ହେବ।