Leviticus 11:37 — Compare Translations
5 translations compared side by side
Odia - 1840
"ପୁଣି ବୁଣା ୟିବାକୁ ଥିବା ବିହନ ଉପରେ ଯଦି ସମାନଙ୍କେର ଶବର କିଛି ପଡେ ତବେେ ତାହା ଶୁଚି ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯେଉଁ ବିହନ ବୁଣା ଯିବାକୁ ଅଛି, ତହିଁ ଉପରେ ଯେବେ ସେମାନଙ୍କ ଶବର କିଛି ପଡ଼େ, ତେବେ ତାହା ଶୁଚି ରହିବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ବୁଣା ଯିବାକୁ ଥିବା ବିହନ ଉପରେ ଯଦି ସେମାନଙ୍କର ଶବର କିଛି ପଡ଼େ ତେବେ ତାହା ଶୁଚି ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେଉଁ ବିହନ ବୁଣା ଯିବାକୁ ଅଛି, ତହିଁ ଉପରେ ଯେବେ ସେମାନଙ୍କ ଶବର କିଛି ପଡ଼େ, ତେବେ ତାହା ଶୁଚି ରହିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେଉଁ ବିହନ ବୁଣା ଯିବାକୁ ଅଛି, ତହିଁ ଉପରେ ଯେବେ ସେମାନଙ୍କ ଶବର କିଛି ପଡ଼େ, ତେବେ ତାହା ଶୁଚି ରହିବ।