Leviticus 11:38 — Compare Translations
5 translations compared side by side
Odia - 1840
"ମାତ୍ର ଯଦି ବିହନ ପାଣି ରେ ଥିବ, ଯବେେ ସମାନଙ୍କେର ଶବର କିଛି ଅଂଶ ପଡେ, ସେସବୁ ବିହନ ତୁମ୍ଭମାନଙ୍କ ପାଇଁ ଅଶୁଚି ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ବିହନ ଉପରେ ଜଳ ଥିଲେ, ଯେବେ ସେମାନଙ୍କ ଶବର କିଛି ତହିଁ ଉପରେ ପଡ଼େ, ତେବେ ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଯଦି ବିହନ ପାଣିରେ ଥିବ, ଯେବେ ସେମାନଙ୍କର ଶବର କିଛି ଅଂଶ ପଡ଼େ, ସେସବୁ ବିହନ ତୁମ୍ଭମାନଙ୍କ ପାଇଁ ଅଶୁଚି ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ବିହନ ଉପରେ ଜଳ ଥିଲେ, ଯେବେ ସେମାନଙ୍କ ଶବର କିଛି ତହିଁ ଉପରେ ପଡ଼େ, ତେବେ ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି ହେବ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ବିହନ ଉପରେ ଜଳ ଥିଲେ, ଯେବେ ସେମାନଙ୍କ ଶବର କିଛି ତହିଁ ଉପରେ ପଡ଼େ, ତେବେ ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି ହେବ।