Leviticus 11:39 — Compare Translations

5 translations compared side by side

Odia - 1840
"ଆଉ ମଧ୍ଯ ତୁମ୍ଭମାନଙ୍କର ଖାଦ୍ୟ ଯୋଗ୍ଯ କୌଣସି ପଶୁ ମଲେ, ୟିଏ କହେି ସହେି ଶବକୁ ଛୁଇଁବ ସେ ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତୁମ୍ଭମାନଙ୍କର ଖାଦ୍ୟ ଯୋଗ୍ୟ କୌଣସି ପଶୁ ମଲେ, ଯେକେହି ତାହାର ଶବ ଛୁଏଁ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ ।
Odia Bible ERV 2004 (ପବିତ୍ର ବାଇବଲ)
“ଆଉ ମଧ୍ୟ ତୁମ୍ଭମାନଙ୍କର ଖାଦ୍ୟ ଯୋଗ୍ୟ କୌଣସି ପଶୁ ମଲେ, ଯେକେହି ସେହି ଶବକୁ ଛୁଇଁବ ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ତୁମ୍ଭମାନଙ୍କର ଖାଦ୍ୟ ଯୋଗ୍ୟ କୌଣସି ପଶୁ ମଲେ, ଯେକେହି ତାହାର ଶବ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ତୁମ୍ଭମାନଙ୍କର ଖାଦ୍ୟ ଯୋଗ୍ୟ କୌଣସି ପଶୁ ମଲେ, ଯେକେହି ତାହାର ଶବ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।