Leviticus 11:40 — Compare Translations

5 translations compared side by side

Odia - 1840
"ପୁଣି ୟିଏ କହେି ଶବ ଖାଏ, ସେ ନିଜର ବସ୍ତ୍ର ଧୋଇବ ଓ ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବ। ଆଉ ୟିଏ କହେି ତାକୁ ବହନ କରେ, ସେ ମଧ୍ଯ ନିଜର ବସ୍ତ୍ର ଧୋଇବ ଓ ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯେକେହି ତାହାର ଶବ ଖାଏ, ସେ ଆପଣା ବସ୍ତ୍ର ଧୋଇବ, ପୁଣି ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ଆଉ, ଯେକେହି ତାହା ବହେ, ସେ ଆପଣା ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଯେକେହି ସେହି ଶବ ଖାଏ, ସେ ନିଜର ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ। ଆଉ ଯେକେହି ତାକୁ ବହନ କରେ, ସେ ମଧ୍ୟ ନିଜର ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେକେହି ତାହାର ଶବ ଖାଏ, ସେ ଆପଣା ବସ୍ତ୍ର ଧୋଇବ, ପୁଣି ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ଆଉ, ଯେକେହି ତାହା ବହେ, ସେ ଆପଣା ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେକେହି ତାହାର ଶବ ଖାଏ, ସେ ଆପଣା ବସ୍ତ୍ର ଧୋଇବ, ପୁଣି ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ଆଉ, ଯେକେହି ତାହା ବହେ, ସେ ଆପଣା ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।