Leviticus 11:41 — Compare Translations

5 translations compared side by side

Odia - 1840
"ଆଉ ଭୂଚର ପ୍ରେତ୍ୟକକ ଉ ରୋଗାମୀ ପ୍ରାଣୀ ଘୃଣା ଯୋଗ୍ଯ ଅଟେ, ତାହା ଖାଦ୍ୟ ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଭୂଚର ପ୍ରତ୍ୟେକ ଉରୋଗାମୀ ଜନ୍ତୁ ଘୃଣାଯୋଗ୍ୟ ଅଟେ; ତାହା ଖାଦ୍ୟ ହେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ଆଉ ଭୂଚର ପ୍ରତ୍ୟେକ ଉରୋଗାମୀ ପ୍ରାଣୀ ଘୃଣାଯୋଗ୍ୟ ଅଟେ, ତାହା ଖାଦ୍ୟ ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଭୂଚର ପ୍ରତ୍ୟେକ ଉରୋଗାମୀ ଜନ୍ତୁ ଘୃଣାଯୋଗ୍ୟ ଅଟେ; ତାହା ଖାଦ୍ୟ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଭୂଚର ପ୍ରତ୍ୟେକ ଉରୋଗାମୀ ଜନ୍ତୁ ଘୃଣାଯୋଗ୍ୟ ଅଟେ; ତାହା ଖାଦ୍ୟ ହେବ ନାହିଁ।