Leviticus 11:42 — Compare Translations
5 translations compared side by side
Odia - 1840
"ସରୀସୃପ ଯେଉଁମାନେ ପଟେ ରେ ଭରାଦଇେ ଗମନ କରନ୍ତି, ଯେଉଁମାନେ ଚାରିପାଦ ରେ ଗମନ କରନ୍ତି କିମ୍ବା ଯେଉଁମାନଙ୍କର ଅନକେ ପାଦ ଅଛି, ଏପ୍ରକାର ସମସ୍ତ ଭୂଚର ଉରୋଗାମୀ ଜନ୍ତୁଙ୍କୁ ତୁମ୍ଭମାନେେ ଖାଇବା ଉଚିତ୍ ନୁହଁ। କାରଣ ସଗେୁଡିକ ଘୃଣ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ପେଟ ଦେଇ ଗମନ କରନ୍ତି ଓ ଯେଉଁମାନେ ଚାରି ପାଦରେ ଗମନ କରନ୍ତି, ଅବା ଯେଉଁମାନଙ୍କର ଅନେକ ପାଦ ଅଛି, ଏପରି ସମସ୍ତ ଭୂଚର ଉରୋଗାମୀ ଜନ୍ତୁକୁ ତୁମ୍ଭେମାନେ ଖାଇବ ନାହିଁ; କାରଣ ସେମାନେ ଘୃଣାଯୋଗ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
ସରୀସୃପ ଯେଉଁମାନେ ପେଟରେ ଭରାଦେଇ ଗମନ କରନ୍ତି, ଯେଉଁମାନେ ଗ୍ଭରି ପାଦରେ ଗମନ କରନ୍ତି କିମ୍ବା ଯେଉଁମାନଙ୍କର ଅନେକ ପାଦ ଅଛି, ଏପ୍ରକାର ସମସ୍ତ ଭୂଚର ଉରୋଗାମୀ ଜନ୍ତୁକୁ ତୁମ୍ଭେମାନେ ଖାଇବା ଉଚିତ୍ ନୁହଁ। କାରଣ ସେଗୁଡ଼ିକ ଘୃଣ୍ୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ପେଟ ଦେଇ ଗମନ କରନ୍ତି ଓ ଯେଉଁମାନେ ଚାରି ପାଦରେ ଗମନ କରନ୍ତି, ଅବା ଯେଉଁମାନଙ୍କର ଅନେକ ପାଦ ଅଛି, ଏପରି ସମସ୍ତ ଭୂଚର ଉରୋଗାମୀ ଜନ୍ତୁକୁ ତୁମ୍ଭେମାନେ ଖାଇବ ନାହିଁ; କାରଣ ସେମାନେ ଘୃଣାଯୋଗ୍ୟ।
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ପେଟ ଦେଇ ଗମନ କରନ୍ତି ଓ ଯେଉଁମାନେ ଚାରି ପାଦରେ ଗମନ କରନ୍ତି, ଅବା ଯେଉଁମାନଙ୍କର ଅନେକ ପାଦ ଅଛି, ଏପରି ସମସ୍ତ ଭୂଚର ଉରୋଗାମୀ ଜନ୍ତୁକୁ ତୁମ୍ଭେମାନେ ଖାଇବ ନାହିଁ; କାରଣ ସେମାନେ ଘୃଣାଯୋଗ୍ୟ।