Leviticus 11:44 — Compare Translations

5 translations compared side by side

Odia - 1840
"କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅଟୁ। ଏଣୁ ତୁମ୍ଭମାନେେ ନିଜକୁ ପବିତ୍ର କର ଓ ତୁମ୍ଭମାନେେ ପବିତ୍ର ହୁଅ। ଯେ ହତେୁ ଆମ୍ଭେ ପବିତ୍ର, ତୁମ୍ଭମାନେେ ଭୂମିରେ ଗମନକାରୀ କୌଣସି ଉରୋଗାମୀ ଜୀବ ଦ୍ବାରା ନିଜକୁ ଅଶୁଚି କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ; ଏହେତୁ ତୁମ୍ଭେମାନେ ଆପଣାମାନଙ୍କୁ ପବିତ୍ର କର ଓ ତୁମ୍ଭେମାନେ ପବିତ୍ର ହୁଅ; ଯେହେତୁ ଆମ୍ଭେ ପବିତ୍ର; ତୁମ୍ଭେମାନେ ଭୂମିରେ ଗମନକାରୀ କୌଣସି ଉରୋଗାମୀ ଜୀବ ଦ୍ଵାରା ଆପଣାମାନଙ୍କୁ ଅଶୁଚି କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ। ଏଣୁ ତୁମ୍ଭେମାନେ ନିଜକୁ ପବିତ୍ର କର ଓ ତୁମ୍ଭେମାନେ ପବିତ୍ର ହୁଅ। ଯେହେତୁ ଆମ୍ଭେ ପବିତ୍ର, ତୁମ୍ଭେମାନେ ଭୂମିରେ ଗମନକାରୀ କୌଣସି ଉରୋଗାମୀ ଜୀବ ଦ୍ୱାରା ନିଜକୁ ଅଶୁଚି କରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟେ; ଏହେତୁ ତୁମ୍ଭେମାନେ ଆପଣାମାନଙ୍କୁ ପବିତ୍ର କର ଓ ତୁମ୍ଭେମାନେ ପବିତ୍ର ହୁଅ; ଯେହେତୁ ମୁଁ ପବିତ୍ର; ତୁମ୍ଭେମାନେ ଭୂମିରେ ଗମନକାରୀ କୌଣସି ଉରୋଗାମୀ ଜୀବ ଦ୍ୱାରା ଆପଣାମାନଙ୍କୁ ଅଶୁଚି କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)