Leviticus 11:45 — Compare Translations
5 translations compared side by side
Odia - 1840
"ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ବର, ତୁମ୍ଭମାନଙ୍କୁ ମିଶରରୁ ଆଣିଅଛୁ। ଏଣୁ ତୁମ୍ଭମାନେେ ପବିତ୍ର ହବେ କାରଣ ଆମ୍ଭେ ପବିତ୍ର ଅଟୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତୁମ୍ଭମାନଙ୍କର ପରମେଶ୍ଵର ହେବା ନିମନ୍ତେ ଆମ୍ଭେ ସଦାପ୍ରଭୁ ମିସର ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଆଣିଅଛୁ; ଏନିମନ୍ତେ ତୁମ୍ଭେମାନେ ପବିତ୍ର ହେବ, କାରଣ ଆମ୍ଭେ ପବିତ୍ର ଅଟୁ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର, ତୁମ୍ଭମାନଙ୍କୁ ମିଶରରୁ ଆଣିଅଛୁ। ଏଣୁ ତୁମ୍ଭେମାନେ ପବିତ୍ର ହେବ କାରଣ ଆମ୍ଭେ ପବିତ୍ର ଅଟୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତୁମ୍ଭମାନଙ୍କର ପରମେଶ୍ୱର ହେବା ନିମନ୍ତେ ମୁଁ ସଦାପ୍ରଭୁ ମିସର ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଆଣିଅଛି; ଏନିମନ୍ତେ ତୁମ୍ଭେମାନେ ପବିତ୍ର ହେବ, କାରଣ ମୁଁ ପବିତ୍ର ଅଟେ।
Odia IRV 2017 (ଓଡିଆ ବାଇବେଲ)
କାରଣ ତୁମ୍ଭମାନଙ୍କର ପରମେଶ୍ୱର ହେବା ନିମନ୍ତେ ମୁଁ ସଦାପ୍ରଭୁ ମିସର ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଆଣିଅଛି; ଏନିମନ୍ତେ ତୁମ୍ଭେମାନେ ପବିତ୍ର ହେବ, କାରଣ ମୁଁ ପବିତ୍ର ଅଟେ।