Leviticus 11:7 — Compare Translations
5 translations compared side by side
Odia - 1840
"ଆଉ କେତକେ ପ୍ରାଣୀ ଅଛନ୍ତି ଯେଉଁମାନଙ୍କର ଦୁଇଫାଳ ବିଶିଷ୍ଟ ଖୁରା ଅଛି। ମାତ୍ର ସମାନେେ ପାକୁଳି କରନ୍ତି ନାହିଁ। ସଗେୁଡିକୁ ମଧ୍ଯ ତୁମ୍ଭମାନେେ ଭୋଜନ କରିବ ନାହିଁ। ସେପ୍ରକାର ପ୍ରାଣୀ ହେଉଛି ଶୂକର, ସେ ମଧ୍ଯ ତୁମ୍ଭମାନଙ୍କ ପାଇଁ ଅଶୁଚି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଶୂକର, ଯେହେତୁ ସେ ବିଭକ୍ତ ଖୁରା ଓ ଚିରାପାଦବିଶିଷ୍ଟ, ମାତ୍ର ପାକୁଳି କରେ ନାହିଁ, ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ କେତେକ ପ୍ରାଣୀ ଅଛନ୍ତି ଯେଉଁମାନଙ୍କର ଦୁଇଫାଳ ବିଶିଷ୍ଟ ଖୁରା ଅଛି। ମାତ୍ର ସେମାନେ ପାକୁଳି କରନ୍ତି ନାହିଁ। ସେଗୁଡ଼ିକୁ ମଧ୍ୟ ତୁମ୍ଭେମାନେ ଭୋଜନ କରିବ ନାହିଁ। ସେପ୍ରକାର ପ୍ରାଣୀ ହେଉଛି ଶୂକର, ସେ ମଧ୍ୟ ତୁମ୍ଭମାନଙ୍କ ପାଇଁ ଅଶୁଚି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଶୂକର, ଯେହେତୁ ସେ ବିଭକ୍ତ-ଖୁରା ଓ ଚିରାପାଦବିଶିଷ୍ଟ, ମାତ୍ର ପାକୁଳି କରେ ନାହିଁ, ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଶୂକର, ଯେହେତୁ ସେ ବିଭକ୍ତ ଖୁରା ଓ ଚିରାପାଦବିଶିଷ୍ଟ, ମାତ୍ର ପାକୁଳି କରେ ନାହିଁ, ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି।