Leviticus 11:8 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ସମାନଙ୍କେର ମାଂସ ଭକ୍ଷଣ କରିବ ନାହିଁ କି ସମାନଙ୍କେର ଶବ ସ୍ପର୍ଶ କରିବ ନାହିଁ। ସମାନେେ ତୁମ୍ଭମାନଙ୍କ ପାଇଁ ଅଶୁଚି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ସେମାନଙ୍କର ମାଂସ ଭୋଜନ କରିବ ନାହିଁ ଓ ସେମାନଙ୍କର ଶବ ସ୍ପର୍ଶ କରିବ ନାହିଁ, ସେମାନେ ତୁମ୍ଭମାନଙ୍କ ପ୍ରତି ଅଶୁଚି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ସେମାନଙ୍କର ମାଂସ ଭକ୍ଷ୍ୟଣ କରିବ ନାହିଁ କି ସେମାନଙ୍କର ଶବ ସ୍ପର୍ଶ କରିବ ନାହିଁ। ସେମାନେ ତୁମ୍ଭମାନଙ୍କ ପାଇଁ ଅଶୁଚି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ସେମାନଙ୍କର ମାଂସ ଭୋଜନ କରିବ ନାହିଁ ଓ ସେମାନଙ୍କର ଶବ ସ୍ପର୍ଶ କରିବ ନାହିଁ, ସେମାନେ ତୁମ୍ଭମାନଙ୍କ ପ୍ରତି ଅଶୁଚି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ସେମାନଙ୍କର ମାଂସ ଭୋଜନ କରିବ ନାହିଁ ଓ ସେମାନଙ୍କର ଶବ ସ୍ପର୍ଶ କରିବ ନାହିଁ, ସେମାନେ ତୁମ୍ଭମାନଙ୍କ ପ୍ରତି ଅଶୁଚି।