Leviticus 11:9 — Compare Translations
5 translations compared side by side
Odia - 1840
"ସମୁଦ୍ର ଓ ନଦୀ ରେ ବାସ କରୁଥିବା ଜଳଜନ୍ତୁ ମଧ୍ଯରୁ ଯାହାର ଡଣୋ ବା କାତି ଅଛି, ସଗେୁଡିକ ତୁମ୍ଭମାନେେ ଭୋଜନ କରିପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଜଳଜନ୍ତୁ ମଧ୍ୟରୁ ଏହି ସବୁ ତୁମ୍ଭେମାନେ ଭୋଜନ କରିବ; ଜଳରେ, ସମୁଦ୍ରରେ ଓ ନଦୀରେ ସ୍ଥିତ ଜନ୍ତୁ ମଧ୍ୟରେ ଯାହାର ଡେଣା ଓ କାତି ଅଛି, ତାହା ତୁମ୍ଭେମାନେ ଭୋଜନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ସାମୁଦ୍ରିକ ଖାଦ୍ୟ ସମ୍ବନ୍ଧୀୟ ବିଧି “ସମୁଦ୍ର ଓ ନଦୀରେ ବାସ କରୁଥିବା ଜଳଜନ୍ତୁ ମଧ୍ୟରୁ ଯାହାର ଡେଣା ବା କାତି ଅଛି, ସେଗୁଡ଼ିକ ତୁମ୍ଭେମାନେ ଭୋଜନ କରି ପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଜଳଜନ୍ତୁ ମଧ୍ୟରୁ ଏହିସବୁ ତୁମ୍ଭେମାନେ ଭୋଜନ କରିବ; ଜଳରେ, ସମୁଦ୍ରରେ ଓ ନଦୀରେ ସ୍ଥିତ ଜନ୍ତୁ ମଧ୍ୟରେ ଯାହାର ଡେଣା ଓ କାତି ଅଛି, ତାହା ତୁମ୍ଭେମାନେ ଭୋଜନ କରିବ।
Odia IRV 2017 (ଓଡିଆ ବାଇବେଲ)
ଜଳଜନ୍ତୁ ମଧ୍ୟରୁ ଏହି ସବୁ ତୁମ୍ଭେମାନେ ଭୋଜନ କରିବ; ଜଳରେ, ସମୁଦ୍ରରେ ଓ ନଦୀରେ ସ୍ଥିତ ଜନ୍ତୁ ମଧ୍ୟରେ ଯାହାର ଡେଣା ଓ କାତି ଅଛି, ତାହା ତୁମ୍ଭେମାନେ ଭୋଜନ କରିବ।