Leviticus 12:4 — Compare Translations
5 translations compared side by side
Odia - 1840
"ପୁଣି ସେ ସ୍ତ୍ରୀ ତତେିଶ ଦିନ ପର୍ୟ୍ଯନ୍ତ ନିଜର େଶୗଚ ନିମନ୍ତେ ରକ୍ତ ସ୍ରାବ ଅବସ୍ଥା ରେ ରହିବ। ଯେପର୍ୟ୍ଯନ୍ତ େଶୗଚର ଦିନ ପୂର୍ଣ୍ଣ ନ ହୁଏ, ସପେର୍ୟ୍ଯନ୍ତ ସେ କୌଣସି ପବିତ୍ର ବସ୍ତୁ ଛୁଇଁବ ନାହିଁ କିମ୍ବା କୌଣସି ପବିତ୍ର ସ୍ଥାନ ରେ ପ୍ରବେଶ କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ସ୍ତ୍ରୀ ତେତିଶ୍ ଦିନ ପର୍ଯ୍ୟନ୍ତ ଆପଣାର ଶୌଚ ନିମନ୍ତେ ରକ୍ତସ୍ରାବ ଅବସ୍ଥାରେ ରହିବ; ଆଉ ଯେପର୍ଯ୍ୟନ୍ତ ଶୌଚର ଦିନ ପୂର୍ଣ୍ଣ ନ ହୁଏ, ସେପର୍ଯ୍ୟନ୍ତ ସେ କୌଣସି ପବିତ୍ର ବସ୍ତୁ ଛୁଇଁବ ନାହିଁ; କିଅବା ପବିତ୍ର ସ୍ଥାନରେ ପ୍ରବେଶ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେ ସ୍ତ୍ରୀ ତେତିଶ ଦିନ ପର୍ଯ୍ୟନ୍ତ ନିଜର ଶୌଚ ନିମନ୍ତେ ରକ୍ତ ସ୍ରାବ ଅବସ୍ଥାରେ ରହିବ। ଯେପର୍ଯ୍ୟନ୍ତ ଶୌଚର ଦିନ ପୂର୍ଣ୍ଣ ନ ହୁଏ, ସେପର୍ଯ୍ୟନ୍ତ ସେ କୌଣସି ପବିତ୍ର ବସ୍ତୁ ଛୁଇଁବ ନାହିଁ କିମ୍ବା କୌଣସି ପବିତ୍ର ସ୍ଥାନରେ ପ୍ରବେଶ କରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେହି ସ୍ତ୍ରୀ ତେତିଶ ଦିନ ପର୍ଯ୍ୟନ୍ତ ଆପଣାର ଶୁଚି ନିମନ୍ତେ ରକ୍ତସ୍ରାବ ଅବସ୍ଥାରେ ରହିବ; ଆଉ ଯେପର୍ଯ୍ୟନ୍ତ ଶୁଚିର ଦିନ ପୂର୍ଣ୍ଣ ନ ହୁଏ, ସେପର୍ଯ୍ୟନ୍ତ ସେହି କୌଣସି ପବିତ୍ର ବସ୍ତୁ ଛୁଇଁବ ନାହିଁ; କିଅବା ପବିତ୍ର ସ୍ଥାନରେ ପ୍ରବେଶ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)