Leviticus 12:5 — Compare Translations
5 translations compared side by side
Odia - 1840
"ମାତ୍ର ଯବେେ ଜଣେ ସ୍ତ୍ରୀ କନ୍ଯା ପ୍ରସବ କରେ, ସହେିଭଳି ସ୍ତ୍ରୀ ଧର୍ମର ଅ େଶୗଚ ସମୟରେ ରହେ, ସେ ଦୁଇ ସପ୍ତାହ ପାଇଁ ଅଶୁଚି ରହିବ। ତା'ପରେ ତା'ର ଦହରେ ରକ୍ତସ୍ରାବରୁ ଶୁଦ୍ଧ ହବୋପାଇଁ ତାକୁ ଆଉ ଛଅଷଠି ଦିନ ଅପେକ୍ଷା କରିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେବେ ସେ କନ୍ୟା ପ୍ରସବ କରେ, ତେବେ ସେ ଯେପରି ସ୍ତ୍ରୀଧର୍ମର ଅଶୌଚ ସମୟରେ, ସେପରି ଦୁଇ ସପ୍ତାହ ଅଶୁଚି ରହିବ; ପୁଣି ସେ ଛଷଠି ଦିନ ଆପଣା ଶୌଚ ନିମନ୍ତେ ରକ୍ତସ୍ରାବ ଅବସ୍ଥାରେ ରହିବ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଯେବେ ଜଣେ ସ୍ତ୍ରୀ କନ୍ୟା ପ୍ରସବ କରେ, ସେହିଭଳି ସ୍ତ୍ରୀ ଧର୍ମର ଅଶୌଚ ସମୟରେ ରହେ, ସେ ଦୁଇ ସପ୍ତାହ ପାଇଁ ଅଶୁଚି ରହିବ। ତା’ପରେ ତା’ର ଦେହର ରକ୍ତସ୍ରାବରୁ ଶୁଦ୍ଧ ହେବା ପାଇଁ ତାକୁ ଆଉ ଛଅଷଠି ଦିନ ଅପେକ୍ଷା କରିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯଦି ସେ କନ୍ୟା ପ୍ରସବ କରେ, ତେବେ ସ୍ତ୍ରୀର ରଜଧର୍ମର ଅଶୁଚିତା ସମୟ ପରି ସେ ଦୁଇ ସପ୍ତାହ ଅଶୁଚି ରହିବ; ପୁଣି ସେ ଛଷଠି ଦିନ ଆପଣା ଶୁଚି ନିମନ୍ତେ ରକ୍ତସ୍ରାବ ଅବସ୍ଥାରେ ରହିବ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯଦି ସେ କନ୍ୟା ପ୍ରସବ କରେ, ତେବେ ସ୍ତ୍ରୀର ରଜଧର୍ମର ଅଶୁଚିତା ସମୟ ପରି ସେ ଦୁଇ ସପ୍ତାହ ଅଶୁଚି ରହିବ; ପୁଣି ସେ ଛଷଠି ଦିନ ଆପଣା ଶୁଚି ନିମନ୍ତେ ରକ୍ତସ୍ରାବ ଅବସ୍ଥାରେ ରହିବ।