Leviticus 12:6 — Compare Translations

5 translations compared side by side

Odia - 1840
"ତା'ପରେ ପୁତ୍ର ବା କନ୍ଯା ପ୍ରସବର ଅ େଶୗଚ ଦିନ ପୂର୍ଣ୍ଣ ହେଲ ସେ ବଳିଦାନ ନିମନ୍ତେ ଏକବର୍ଷୀଯ ଏକ ମଷେ ଶାବକ ଓ ପାପାର୍ଥକ ବଳି ନିମନ୍ତେ ଏକ କପୋତ ଛୁଆ କିମ୍ବା ପାରା ଛୁଆ ସମାଗମ ତମ୍ବୁର ଦ୍ବାରର ଯାଜକ ନିକଟକୁ ଆମିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁ ଉତ୍ତାରେ ପୁତ୍ର ବା କନ୍ୟା ପ୍ରସବର ଅଶୌଚ ଦିନ ପୂର୍ଣ୍ଣ ହେଲେ, ସେ ହୋମବଳି ନିମନ୍ତେ ଏକବର୍ଷୀୟ ଏକ ମେଷବତ୍ସ ଓ ପାପାର୍ଥକ ବଳି ନିମନ୍ତେ ଏକ କାପ୍ତାଛୁଆ ବା ଏକ ଘୁଘୁ ସମାଗମ-ତମ୍ଵୁଦ୍ଵାରର ଯାଜକ ନିକଟକୁ ଆଣିବ ।
Odia Bible ERV 2004 (ପବିତ୍ର ବାଇବଲ)
“ତା’ପରେ ପୁତ୍ର ବା କନ୍ୟା ପ୍ରସବର ଅଶୌଚ ଦିନ ପୂର୍ଣ୍ଣ ହେଲେ ସେ ବଳିଦାନ ନିମନ୍ତେ ଏକବର୍ଷୀୟ ଏକ ମେଷ ଶାବକ ଓ ପାପାର୍ଥକ ବଳି ନିମନ୍ତେ ଏକ କପୋତ ଛୁଆ କିମ୍ବା ପାରା ଛୁଆ ସମାଗମ-ତମ୍ବୁର ଦ୍ୱାରର ଯାଜକ ନିକଟକୁ ଆଣିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁ ଉତ୍ତାରେ ପୁତ୍ର ବା କନ୍ୟା ପ୍ରସବର ଅଶୁଚି ଦିନ ପୂର୍ଣ୍ଣ ହେଲେ, ସେ ହୋମବଳି ନିମନ୍ତେ ଏକ ବର୍ଷୀୟ ଏକ ମେଷବତ୍ସ ଓ ପାପାର୍ଥକ ବଳି ନିମନ୍ତେ ଏକ ପାରାଛୁଆ ବା ଏକ କପୋତ ସମାଗମ-ତମ୍ବୁର ଦ୍ୱାରର ଯାଜକ ନିକଟକୁ ଆଣିବ।
Odia IRV 2017 (ଓଡିଆ ବାଇବେଲ)
ତହିଁ ଉତ୍ତାରେ ପୁତ୍ର ବା କନ୍ୟା ପ୍ରସବର ଅଶୁଚି ଦିନ ପୂର୍ଣ୍ଣ ହେଲେ, ସେ ହୋମବଳି ନିମନ୍ତେ ଏକବର୍ଷୀୟ ଏକ ମେଷବତ୍ସ ଓ ପାପାର୍ଥକ ବଳି ନିମନ୍ତେ ଏକ ପାରାଛୁଆ ବା ଏକ କପୋତ ସମାଗମ-ତମ୍ବୁର ଦ୍ୱାରର ଯାଜକ ନିକଟକୁ ଆଣିବ।