Leviticus 12:7 — Compare Translations
5 translations compared side by side
Odia - 1840
"ଯଦି ଜଣେ ସ୍ତ୍ରୀ ମଷେ ଶାବକ ଉତ୍ସର୍ଗ କରିବାକୁ ଅକ୍ଷମ ହୁଏ ତବେେ ସେ ଦୁଇଟି କପୋତ କିମ୍ବା ଦୁଇଟି ପାରାଛୁଆ ଆଣିବ। ସେଥିମଧ୍ଯରୁ ଗୋଟିଏ ପାପାର୍ଥକ ବଳି ନିମନ୍ତେ ଓ ଅନ୍ୟଟି ହାମବେଳି ନିମନ୍ତେ ଉତ୍ସର୍ଗ କରାୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ଉତ୍ସର୍ଗ କରି ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ ଆପଣା ରକ୍ତସ୍ରାବରୁ ଶୁଚି ହେବ; ପୁତ୍ର ବା କନ୍ୟା ପ୍ରସବକାରିଣୀ ନିମନ୍ତେ ଏହି ବ୍ୟବସ୍ଥା ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ଜଣେ ସ୍ତ୍ରୀ ମେଷ ଶାବକ ଉତ୍ସର୍ଗ କରିବାକୁ ଅକ୍ଷମ ହୁଏ ତେବେ ସେ ଦୁଇଟି କପୋତ କିମ୍ବା ଦୁଇଟି ପାରାଛୁଆ ଆଣିବ। ସେଥିମଧ୍ୟରୁ ଗୋଟିଏ ପାପାର୍ଥକ ବଳି ନିମନ୍ତେ ଓ ଅନ୍ୟଟି ହୋମବଳି ନିମନ୍ତେ ଉତ୍ସର୍ଗ କରାଯିବ। ଯାଜକ ସେଗୁଡ଼ିକୁ ସଦାପ୍ରଭୁଙ୍କୁ ଉତ୍ସର୍ଗ କରିବା ଉଚିତ୍ ଏବଂ ଏହି ପ୍ରକାର ତା’ର ପ୍ରାୟଶ୍ଚିତ ହୁଏ ଏବଂ ତା’ର ଶୁଦ୍ଧି ହୁଏ। ପୁତ୍ର ବା କନ୍ୟା ପ୍ରସବକାରିଣୀ ସ୍ତ୍ରୀ ପ୍ରତି ଶୁଚି ନିମନ୍ତେ ଏହିସବୁ ବ୍ୟବସ୍ଥା ଅଟେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ଉତ୍ସର୍ଗ କରି ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ ଆପଣା ରକ୍ତସ୍ରାବରୁ ଶୁଚି ହେବ; ପୁତ୍ର ବା କନ୍ୟା ପ୍ରସବକାରିଣୀ ନିମନ୍ତେ ଏହି ବ୍ୟବସ୍ଥା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ଉତ୍ସର୍ଗ କରି ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ ଆପଣା ରକ୍ତସ୍ରାବରୁ ଶୁଚି ହେବ; ପୁତ୍ର ବା କନ୍ୟା ପ୍ରସବକାରିଣୀ ନିମନ୍ତେ ଏହି ବ୍ୟବସ୍ଥା।