Leviticus 12:8 — Compare Translations
4 translations compared side by side
Odia - 1840
"ଯାଜକ ସଗେୁଡିକୁ ସଦାପ୍ରଭୁଙ୍କୁ ଉତ୍ସର୍ଗ କରିବା ଉଚିତ୍ ଏବଂ ଏହି ପ୍ରକାର ତା'ର ପ୍ରଯଶ୍ଚିତ ହୁଏ ଏବଂ ତା'ର ଶୁଦ୍ଧି ହୁଏ। ପୁତ୍ର ବା କନ୍ଯା ପ୍ରସବକାରିଣୀ ସ୍ତ୍ରୀ ପ୍ରତି ଶୁଚି ନିମନ୍ତେ ଏହିସବୁ ବ୍ଯବସ୍ଥା ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେବେ ସେ ମେଷବତ୍ସ ଆଣିବାକୁ ଅସମର୍ଥ ହୁଏ, ତେବେ ସେ ଦୁଇ ଘୁଘୁ ଅବା ଦୁଇ କାପ୍ତାଛୁଆ ନେଇ, ତହିଁରୁ ଗୋଟିକି ହୋମାର୍ଥେ ଓ ଅନ୍ୟଟିକି ପାପାର୍ଥେ ଉତ୍ସର୍ଗ କରିବ; ପୁଣି ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ ଶୁଚି ହେବ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯଦି ସେ ମେଷବତ୍ସ ଆଣିବାକୁ ଅସମର୍ଥ ହୁଏ, ତେବେ ସେ ଦୁଇ କପୋତ ଅବା ଦୁଇ ପାରାଛୁଆ ନେଇ, ତହିଁରୁ ଗୋଟିଏକୁ ହୋମାର୍ଥକ ବଳି ରୂପେ ଓ ଅନ୍ୟଟିକୁ ପାପାର୍ଥକ ବଳି ରୂପେ ଉତ୍ସର୍ଗ କରିବ; ପୁଣି ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ ଶୁଚି ହେବ।”
Odia IRV 2017 (ଓଡିଆ ବାଇବେଲ)