Leviticus 13:10 — Compare Translations

5 translations compared side by side

Odia - 1840
"ତହୁଁ ଯାଜକ ତାକୁ ଦେଖିବ, ଯଦି ତାହାର ଚର୍ମ ରେ ଶ୍ବତବେର୍ଣ୍ଣ ଫୁଲା ଥାଏ, ତହିଁରେ ଲୋମ ଶ୍ବତବେର୍ଣ୍ଣ ହାଇେଥାଏ ଓ ସହେି ଫୁଲା ରେ କଞ୍ଚାମାଂସ ବୃଦ୍ଧି ପାଉଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଯାଜକ ତାହାକୁ ଦେଖିବ; ଆଉ ଦେଖ, ଯେବେ ତାହାର ଚର୍ମରେ ଶ୍ଵେତବର୍ଣ୍ଣ ଫୁଲା ଥାଏ ଓ ତହିଁର ଲୋମ ଶ୍ଵେତବର୍ଣ୍ଣ ହୋଇଥାଏ ଓ ସେହି ଫୁଲାରେ କଞ୍ଚା ମାଂସ ବୃଦ୍ଧି ପାଉଥାଏ,
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ଯାଜକ ତାକୁ ଦେଖିବ, ଯଦି ତାହାର ଚର୍ମରେ ଶ୍ୱେତବର୍ଣ୍ଣ ଫୁଲା ଥାଏ, ତହିଁରେ ଲୋମ ଶ୍ୱେତବର୍ଣ୍ଣ ହୋଇଥାଏ ଓ ସେହି ଫୁଲାରେ କଞ୍ଚାମାଂସ ବୃଦ୍ଧି ପାଉଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଯାଜକ ତାହାକୁ ଦେଖିବ; ଆଉ, ଯଦି ତାହାର ଚର୍ମରେ ଶ୍ଵେତବର୍ଣ୍ଣ ଫୁଲା ଥାଏ ଓ ତହିଁର ଲୋମ ଶ୍ଵେତବର୍ଣ୍ଣ ହୋଇଥାଏ ଓ ସେହି ଫୁଲାରେ କଞ୍ଚା ମାଂସ ବୃଦ୍ଧି ପାଉଥାଏ,
Odia IRV 2017 (ଓଡିଆ ବାଇବେଲ)
ତହୁଁ ଯାଜକ ତାହାକୁ ଦେଖିବ; ଆଉ, ଯଦି ତାହାର ଚର୍ମରେ ଶ୍ଵେତବର୍ଣ୍ଣ ଫୁଲା ଥାଏ ଓ ତହିଁର ଲୋମ ଶ୍ଵେତବର୍ଣ୍ଣ ହୋଇଥାଏ ଓ ସେହି ଫୁଲାରେ କଞ୍ଚା ମାଂସ ବୃଦ୍ଧି ପାଉଥାଏ,