Leviticus 13:12 — Compare Translations

5 translations compared side by side

Odia - 1840
"ସମଯେ ସମଯେ କୁଷ୍ଠ ରୋଗ ଲୋକର ସମଗ୍ର ଶରୀରକୁ ବ୍ଯାପି ଥାଏ। ସହେି କୁଷ୍ଠ ରୋଗ ଆପାଦମସ୍ତକ ଶରୀରକୁ ଆଚ୍ଛନ୍ନ କରିଥାଏ। ସେତବେେଳେ ଯାଜକ ସହେି ଲୋକର ସମସ୍ତ ଶରୀର ଦେଖିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେବେ କୁଷ୍ଠ ରୋଗ ଚର୍ମରେ ଫୁଟି ବାହାରେ ଓ ଯେତେ ଦୂର ଯାଜକକୁ ଦେଖାଯାଏ, ତଦନୁସାରେ ଘାʼଯୁକ୍ତ ଲୋକର ମସ୍ତକଠାରୁ ପାଦ ପର୍ଯ୍ୟନ୍ତ ଚର୍ମ କୁଷ୍ଠ ରୋଗରେ ଆଚ୍ଛନ୍ନ ହୋଇଥାଏ,
Odia Bible ERV 2004 (ପବିତ୍ର ବାଇବଲ)
“ସମୟେ ସମୟେ କୁଷ୍ଠରୋଗ ଲୋକର ସମଗ୍ର ଶରୀରକୁ ବ୍ୟାପି ଥାଏ। ସେହି କୁଷ୍ଠରୋଗ ଆପାଦମସ୍ତକ ଶରୀରକୁ ଆଚ୍ଛନ୍ନ କରିଥାଏ। ସେତେବେଳେ ଯାଜକ ସେହି ଲୋକର ସମସ୍ତ ଶରୀର ଦେଖିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯଦି କୁଷ୍ଠରୋଗ ଚର୍ମରେ ଫୁଟି ବାହାରେ ଓ ଯେତେ ଦୂର ଯାଜକକୁ ଦେଖାଯାଏ, ତଦନୁସାରେ ଘାʼଯୁକ୍ତ ଲୋକର ମସ୍ତକ ଠାରୁ ପାଦ ପର୍ଯ୍ୟନ୍ତ ଚର୍ମ କୁଷ୍ଠରୋଗରେ ଆଚ୍ଛନ୍ନ ହୋଇଥାଏ,
Odia IRV 2017 (ଓଡିଆ ବାଇବେଲ)
ଆଉ, ଯଦି କୁଷ୍ଠ ରୋଗ ଚର୍ମରେ ଫୁଟି ବାହାରେ ଓ ଯେତେ ଦୂର ଯାଜକକୁ ଦେଖାଯାଏ, ତଦନୁସାରେ ଘା’ଯୁକ୍ତ ଲୋକର ମସ୍ତକ ଠାରୁ ପାଦ ପର୍ଯ୍ୟନ୍ତ ଚର୍ମ କୁଷ୍ଠରୋଗରେ ଆଚ୍ଛନ୍ନ ହୋଇଥାଏ,