Leviticus 13:14 — Compare Translations
5 translations compared side by side
Odia - 1840
"ଯଦି ତା'ର ଶରୀର ରେ କଞ୍ଚାମାଂସ ପ୍ରକାଶ ପାଏ, ତବେେ ସେ ଅଶୁଚି ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେତେବେଳେ କଞ୍ଚା ମାଂସ ତାହା ଦେହରେ ପ୍ରକାଶ ପାଏ, ସେତେବେଳେ ସେ ଅଶୁଚି ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତା’ର ଶରୀରରେ କଞ୍ଚାମାଂସ ପ୍ରକାଶ ପାଏ, ତେବେ ସେ ଅଶୁଚି ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯେତେବେଳେ କଞ୍ଚା ମାଂସ ତାହା ଦେହରେ ପ୍ରକାଶ ପାଏ, ସେତେବେଳେ ସେ ଅଶୁଚି ହେବ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯେତେବେଳେ କଞ୍ଚା ମାଂସ ତାହା ଦେହରେ ପ୍ରକାଶ ପାଏ, ସେତେବେଳେ ସେ ଅଶୁଚି ହେବ।