Leviticus 13:15 — Compare Translations
5 translations compared side by side
Odia - 1840
"ଯେ ତବେଳେ ଯାଜକ କଞ୍ଚାମାଂସ ଦେଖିବ, ସେ ଅଶୁଚି ବୋଲି ପ୍ରକାଶ କରିବ। କଞ୍ଚାମାଂସ ଅଶୁଚି ଓ ଏହା କୁଷ୍ଠ ରୋଗ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯାଜକ ସେହି କଞ୍ଚା ମାଂସ ଦେଖି ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ସେହି କଞ୍ଚା ମାଂସ ଅଶୁଚି; ତାହା କୁଷ୍ଠ ରୋଗ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଯାଜକ କଞ୍ଚାମାଂସ ଦେଖିବ, ସେ ଅଶୁଚି ବୋଲି ପ୍ରକାଶ କରିବ। କଞ୍ଚାମାଂସ ଅଶୁଚି ଓ ଏହା କୁଷ୍ଠରୋଗ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯାଜକ ସେହି କଞ୍ଚା ମାଂସ ଦେଖି ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ସେହି କଞ୍ଚା ମାଂସ ଅଶୁଚି; ତାହା କୁଷ୍ଠରୋଗ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଯାଜକ ସେହି କଞ୍ଚା ମାଂସ ଦେଖି ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ସେହି କଞ୍ଚା ମାଂସ ଅଶୁଚି; ତାହା କୁଷ୍ଠରୋଗ।