Leviticus 13:16 — Compare Translations

5 translations compared side by side

Odia - 1840
"ଯଦି ସହେି ସଞ୍ଚାମାଂସ ବଦଳି ଶ୍ବତବେର୍ଣ୍ଣ ହାଇୟୋଏ, ତବେେ ସେ ଯାଜକ ନିକଟକୁ ଆସିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅଥବା ଯେବେ ସେହି କଞ୍ଚା ମାଂସ ପୁନର୍ବାର ପାଲଟି ଶ୍ଵେତବର୍ଣ୍ଣ ହୋଇଯାଏ, ତେବେ ସେ ଯାଜକ ନିକଟକୁ ଯିବ,
Odia Bible ERV 2004 (ପବିତ୍ର ବାଇବଲ)
“ଯଦି ସେହି କଞ୍ଚାମାଂସ ବଦଳି ଶ୍ୱେତବର୍ଣ୍ଣ ହୋଇଯାଏ, ତେବେ ସେ ଯାଜକ ନିକଟକୁ ଆସିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅଥବା ଯଦି ସେହି କଞ୍ଚା ମାଂସ ପୁନର୍ବାର ପାଲଟି ଶ୍ଵେତବର୍ଣ୍ଣ ହୋଇଯାଏ, ତେବେ ସେ ଯାଜକ ନିକଟକୁ ଯିବ,
Odia IRV 2017 (ଓଡିଆ ବାଇବେଲ)
ଅଥବା ଯଦି ସେହି କଞ୍ଚା ମାଂସ ପୁନର୍ବାର ପାଲଟି ଶ୍ଵେତବର୍ଣ୍ଣ ହୋଇଯାଏ, ତେବେ ସେ ଯାଜକ ନିକଟକୁ ଯିବ,