Leviticus 13:17 — Compare Translations
5 translations compared side by side
Odia - 1840
"ଯାଜକ ପୁନର୍ବାର ଲୋକଟିକୁ ଦେଖିବ ଓ ଯଦି ସହେି ଘା' ଶ୍ବତବେର୍ଣ୍ଣ ହାଇେଥାଅ ତବେେ ଯାଜକ ତାକୁ ଶୁଚି ବୋଲି ପ୍ରକାଶ କରିବ, ସେ ଶୁଚି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯାଜକ ତାହାକୁ ଦେଖିବ; ପୁଣି ଦେଖ, ଯେବେ ସେହି ଘା ଶ୍ଵେତବର୍ଣ୍ଣ ହୋଇଥାଏ, ତେବେ ଯାଜକ ସେ ଘାʼଯୁକ୍ତ ଲୋକକୁ ଶୁଚି ବୋଲି ପ୍ରକାଶ କରିବ; ସେ ଶୁଚି ।
Odia Bible ERV 2004 (ପବିତ୍ର ବାଇବଲ)
ଯାଜକ ପୁନର୍ବାର ଲୋକଟିକୁ ଦେଖିବ ଓ ଯଦି ସେହି ଘା’ ଶ୍ୱେତବର୍ଣ୍ଣ ହୋଇଥାଏ, ତେବେ ଯାଜକ ତାକୁ ଶୁଚି ବୋଲି ପ୍ରକାଶ କରିବ, ସେ ଶୁଚି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯାଜକ ତାହାକୁ ଦେଖିବ; ପୁଣି ଦେଖ, ଯଦି ସେହି ଘାʼ ଶ୍ଵେତବର୍ଣ୍ଣ ହୋଇଥାଏ, ତେବେ ଯାଜକ ସେ ଘାʼଯୁକ୍ତ ଲୋକକୁ ଶୁଚି ବୋଲି ପ୍ରକାଶ କରିବ; ସେ ଶୁଚି ଅଟେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଯାଜକ ତାହାକୁ ଦେଖିବ; ପୁଣି ଦେଖ, ଯଦି ସେହି ଘା’ ଶ୍ଵେତବର୍ଣ୍ଣ ହୋଇଥାଏ, ତେବେ ଯାଜକ ସେ ଘା’ଯୁକ୍ତ ଲୋକକୁ ଶୁଚି ବୋଲି ପ୍ରକାଶ କରିବ; ସେ ଶୁଚି ଅଟେ।