Leviticus 13:19 — Compare Translations
5 translations compared side by side
Odia - 1840
"ଯଦି ସହେି ବଥ ସ୍ଥାନ ରେ ଶ୍ବତବେର୍ଣ୍ଣ ଫୁଲା କିମ୍ବା ରକ୍ତଶ୍ବତବେର୍ଣ୍ଣ ଚିକ୍କଣ ଚିହ୍ନ ହୁଏ, ତବେେ ସେ ତାହା ଯାଜକକୁ ଦଖାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ସେହି ବଥସ୍ଥାନରେ ଶ୍ଵେତବର୍ଣ୍ଣ ଫୁଲା ଅବା ରକ୍ତଶ୍ଵେତବର୍ଣ୍ଣ ଚିକ୍କଣ ଚିହ୍ନ ହୁଏ, ତେବେ ତାହା ଯାଜକକୁ ଦେଖାଇବ;
Odia Bible ERV 2004 (ପବିତ୍ର ବାଇବଲ)
ଯଦି ସେହି ବଥ ସ୍ଥାନରେ ଶ୍ୱେତବର୍ଣ୍ଣ ଫୁଲା କିମ୍ବା ରକ୍ତ ଶ୍ୱେତବର୍ଣ୍ଣ ଚିକ୍କଣ ଚିହ୍ନ ହୁଏ, ତେବେ ସେ ତାହା ଯାଜକକୁ ଦେଖାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ସେହି ବଥ ସ୍ଥାନରେ ଶ୍ଵେତବର୍ଣ୍ଣ ଫୁଲା ଅବା ରକ୍ତ ଶ୍ଵେତବର୍ଣ୍ଣ ଚିକ୍କଣ ଚିହ୍ନ ହୁଏ, ତେବେ ତାହା ଯାଜକକୁ ଦେଖାଇବ;
Odia IRV 2017 (ଓଡିଆ ବାଇବେଲ)
ଯଦି ସେହି ବଥ ସ୍ଥାନରେ ଶ୍ଵେତବର୍ଣ୍ଣ ଫୁଲା ଅବା ରକ୍ତ ଶ୍ଵେତବର୍ଣ୍ଣ ଚିକ୍କଣ ଚିହ୍ନ ହୁଏ, ତେବେ ତାହା ଯାଜକକୁ ଦେଖାଇବ;