Leviticus 13:2 — Compare Translations

5 translations compared side by side

Odia - 1840
" ଯବେେ କୌଣସି ମନୁଷ୍ଯର ଶରୀରର ଚର୍ମ ରେ ଫୁଲା କି ପାମା କି ଚିକ୍କଣ ଚିହ୍ନ ହୁଏ କିମ୍ବା ତା'ର ଶରୀର ରେ ଚର୍ମ ରୋଗଜନିତ ଘା' ହୁଏ, ତବେେ ତାକୁ ହାରୋଣ ଯାଜକ ନିକଟକୁ କିମ୍ବା ତାଙ୍କର ପୁତ୍ରଗଣଙ୍କ ମଧ୍ଯରୁ କୌଣସି ଯାଜକ ନିକଟକୁ ଅଣାୟିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ କୌଣସି ମନୁଷ୍ୟର ଶରୀରର ଚର୍ମରେ ଫୁଲା କି ପାମା କି ଚିକ୍କଣ ଚିହ୍ନ ହୁଏ ଓ ତାହା ଶରୀରର ଚର୍ମରେ କୁଷ୍ଠ ରୋଗର ଘା ହୁଏ, ତେବେ ସେ ହାରୋଣ ଯାଜକ ନିକଟକୁ କିଅବା ତାହାର ପୁତ୍ରଗଣଙ୍କ ମଧ୍ୟରେ କୌଣସି ଯାଜକ ନିକଟକୁ ଅଣାଯିବ ।
Odia Bible ERV 2004 (ପବିତ୍ର ବାଇବଲ)
“ଯେବେ କୌଣସି ମନୁଷ୍ୟର ଶରୀରର ଚର୍ମରେ ଫୁଲା କି ପାମା କି ଚି‌‌କ୍‌‌‌କଣ ଚିହ୍ନ ହୁଏ କିମ୍ବା ତା’ର ଶରୀରରେ ଚର୍ମ ରୋଗଜନିତ ଘା’ ହୁଏ, ତେବେ ତାକୁ ହାରୋଣ ଯାଜକ ନିକଟକୁ କିମ୍ବା ତାଙ୍କର ପୁତ୍ରଗଣଙ୍କ ମଧ୍ୟରୁ କୌଣସି ଯାଜକ ନିକଟକୁ ଅଣାଯିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଯଦି କୌଣସି ମନୁଷ୍ୟର ଶରୀରର ଚର୍ମରେ ଫୁଲା କି କାଛୁକୁଣ୍ଡିଆ କି ଚିକ୍କଣ ଚିହ୍ନ ହୁଏ ଓ ତାହା ଶରୀରର ଚର୍ମରେ କୁଷ୍ଠରୋଗର ଘାʼ ହୁଏ, ତେବେ ସେ ହାରୋଣ ଯାଜକ ନିକଟକୁ କିଅବା ତାହାର ପୁତ୍ରଗଣଙ୍କ ମଧ୍ୟରେ କୌଣସି ଯାଜକ ନିକଟକୁ ଅଣାଯିବ।
Odia IRV 2017 (ଓଡିଆ ବାଇବେଲ)
“ଯଦି କୌଣସି ମନୁଷ୍ୟର ଶରୀରର ଚର୍ମରେ ଫୁଲା କି କାଛୁକୁଣ୍ଡିଆ କି ଚିକ୍କଣ ଚିହ୍ନ ହୁଏ ଓ ତାହା ଶରୀରର ଚର୍ମରେ କୁଷ୍ଠରୋଗର ଘା’ ହୁଏ, ତେବେ ସେ ହାରୋଣ ଯାଜକ ନିକଟକୁ କିଅବା ତାହାର ପୁତ୍ରଗଣଙ୍କ ମଧ୍ୟରେ କୌଣସି ଯାଜକ ନିକଟକୁ ଅଣାଯିବ।