Leviticus 13:20 — Compare Translations

5 translations compared side by side

Odia - 1840
"ଯାଜକ ଦେଖିବ ଯଦି ତାହାର ସହେି ଘା' ଚର୍ମର ନୀଚ୍ଚସ୍ଥ ହାଇେଥାଏ, ତହିଁରେ ଲୋମ ଶ୍ବତବେର୍ଣ୍ଣ ହାଇେଥାଏ, ତବେେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ। ତାହା ବଥରୁ ଉତ୍ପନ୍ନ କୁଷ୍ଠ ରୋଗର ଘା'।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯାଜକ ତାହା ଦେଖିବ, ଆଉ ଦେଖ, ଯେବେ ତାହା ଚର୍ମର ନୀଚସ୍ଥ ଦେଖାଯାଏ ଓ ତହିଁର ଲୋମ ଶ୍ଵେତବର୍ଣ୍ଣ ହୋଇଥାଏ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା ବଥରୁ ଉତ୍ପନ୍ନ କୁଷ୍ଠ ରୋଗର ଘାଆ ।
Odia Bible ERV 2004 (ପବିତ୍ର ବାଇବଲ)
ଯାଜକ ଦେଖିବ ଯଦି ତାହାର ସେହି ଘା’ ଚର୍ମର ନୀଚ୍ଚସ୍ଥ ହୋଇଥାଏ, ତହିଁରେ ଲୋମ ଶ୍ୱେତବର୍ଣ୍ଣ ହୋଇଥାଏ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ। ତାହା ବଥରୁ ଉତ୍ପନ୍ନ କୁଷ୍ଠରୋଗର ଘା’।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯାଜକ ତାହା ଦେଖିବ, ଆଉ, ଯଦି ତାହା ଚର୍ମର ନୀଚସ୍ଥ ଦେଖାଯାଏ ଓ ତହିଁର ଲୋମ ଶ୍ଵେତବର୍ଣ୍ଣ ହୋଇଥାଏ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା ବଥରୁ ଉତ୍ପନ୍ନ କୁଷ୍ଠରୋଗର ଘାʼ ଅଟେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯାଜକ ତାହା ଦେଖିବ, ଆଉ, ଯଦି ତାହା ଚର୍ମର ନୀଚସ୍ଥ ଦେଖାଯାଏ ଓ ତହିଁର ଲୋମ ଶ୍ଵେତବର୍ଣ୍ଣ ହୋଇଥାଏ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା ବଥରୁ ଉତ୍ପନ୍ନ କୁଷ୍ଠରୋଗର ଘା’ ଅଟେ।