Leviticus 13:22 — Compare Translations

5 translations compared side by side

Odia - 1840
"ଆଉ ଯଦି ତାହା ଚର୍ମ ରେ ବ୍ଯାପେ, ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ, ତାହା କୁଷ୍ଠ ରୋଗ ଘା'।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେବେ ତାହା ଚର୍ମରେ ବ୍ୟାପେ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା ଘାଆ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଯଦି ତାହା ଚର୍ମରେ ବ୍ୟାପେ, ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ, ତାହା କୁଷ୍ଠରୋଗ ଘା’।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯଦି ତାହା ଚର୍ମରେ ବ୍ୟାପେ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; କାରଣ ତାହା କୁଷ୍ଠରୋଗର ଘାʼ ଅଟେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଯଦି ତାହା ଚର୍ମରେ ବ୍ୟାପେ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; କାରଣ ତାହା କୁଷ୍ଠରୋଗର ଘା’ ଅଟେ।