Leviticus 13:23 — Compare Translations

5 translations compared side by side

Odia - 1840
"ମାତ୍ର ଯଦି ସହେି ଚିକ୍କଣ ଚିହ୍ନ ସ୍ବସ୍ଥାନ ରେ ଥାଇ ଆଉ ନ ବଢେ, ତବେେ ତାହା ବଥର ଚିହ୍ନ ଅଟେ। ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେବେ ସେହି ଚିକ୍କଣ ଚିହ୍ନ ସ୍ଵସ୍ଥାନରେ ଥାଇ ନ ବଢ଼େ, ତେବେ ତାହା ବଥର ଚିହ୍ନ ଅଟେ; ପୁଣି ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଯଦି ସେହି ଚି‌‌କ୍‌‌‌କଣ ଚିହ୍ନ ସ୍ୱସ୍ଥାନରେ ଥାଇ ଆଉ ନ ବଢ଼େ, ତେବେ ତାହା ବଥର ଚିହ୍ନ ଅଟେ। ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯଦି ସେହି ଚିକ୍କଣ ଚିହ୍ନ ସ୍ୱ ସ୍ଥାନରେ ଥାଇ ନ ବଢ଼େ, ତେବେ ତାହା ବଥର ଚିହ୍ନ ଅଟେ; ପୁଣି ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯଦି ସେହି ଚିକ୍କଣ ଚିହ୍ନ ସ୍ୱସ୍ଥାନରେ ଥାଇ ନ ବଢ଼େ, ତେବେ ତାହା ବଥର ଚିହ୍ନ ଅଟେ; ପୁଣି ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ।