Leviticus 13:24 — Compare Translations

5 translations compared side by side

Odia - 1840
"ଯଦି ଚର୍ମ ଉପରେ ପୋଡାର ଗୋଟିଏ ଘା' ଥାଏ ଓ ସହେି ଦାହର ବଢିଲା ମାଂସ ରେ ରକ୍ତ ଶ୍ବତବେର୍ଣ୍ଣ କିମ୍ବା ଶ୍ବତବେର୍ଣ୍ଣ ଚିକ୍କଣ ଚିହ୍ନ ହୁଏ, ତବେେ ଯାଜକ ତାହା ଦେଖିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିଅବା ଯେବେ ମାଂସର ଚର୍ମରେ ଅଗ୍ନିଦାହ ହୁଏ ଓ ସେହି ଦାହର ବଢ଼ିଲା ମାଂସରେ ରକ୍ତଶ୍ଵେତବର୍ଣ୍ଣ ଅବା ଶ୍ଵେତବର୍ଣ୍ଣ ଚିକ୍କଣ ଚିହ୍ନ ହୁଏ;
Odia Bible ERV 2004 (ପବିତ୍ର ବାଇବଲ)
“ଯଦି ଚର୍ମ ଉପରେ ପୋଡ଼ାର ଗୋଟିଏ ଘା’ ଥାଏ ଓ ସେହି ଦାହର ବଢ଼ିଲା ମାଂସରେ ରକ୍ତ ଶ୍ୱେତବର୍ଣ୍ଣ କିମ୍ବା ଶ୍ୱେତବର୍ଣ୍ଣ ଚି‌‌କ୍‌‌‌କଣ ଚିହ୍ନ ହୁଏ, ତେବେ ଯାଜକ ତାହା ଦେଖିବ। ଯଦି ଉଜ୍ଜ୍ୱଳ ଚିହ୍ନରେ ଲୋମ ଶ୍ୱେତବର୍ଣ୍ଣ ହୋଇଥାଏ ଓ ଚର୍ମର ନୀଚସ୍ଥ ଦେଖାଯାଏ, ତେବେ ତାହା କୁଷ୍ଠରୋଗ, ତାହା ଅଗ୍ନି ଦାହରୁ ଉତ୍ପନ୍ନ ହୋଇଅଛି। ଆଉ ଯାଜକ ତାକୁ ଅଶୁଚି ବୋଲି ପ୍ରକାଶ କରିବ। ତାହା କୁଷ୍ଠରୋଗ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିଅବା ଯଦି ମାଂସର ଚର୍ମରେ ଅଗ୍ନିଦାହ ହୁଏ ଓ ସେହି ଦାହର ବଢ଼ିଲା ମାଂସରେ ରକ୍ତ ଶ୍ଵେତବର୍ଣ୍ଣ ଅବା ଶ୍ଵେତବର୍ଣ୍ଣ ଚିକ୍କଣ ଚିହ୍ନ ହୁଏ;
Odia IRV 2017 (ଓଡିଆ ବାଇବେଲ)
କିଅବା ଯଦି ମାଂସର ଚର୍ମରେ ଅଗ୍ନିଦାହ ହୁଏ ଓ ସେହି ଦାହର ବଢ଼ିଲା ମାଂସରେ ରକ୍ତ ଶ୍ଵେତବର୍ଣ୍ଣ ଅବା ଶ୍ଵେତବର୍ଣ୍ଣ ଚିକ୍କଣ ଚିହ୍ନ ହୁଏ;