Leviticus 13:25 — Compare Translations
4 translations compared side by side
Odia - 1840
"ଯଦି ଉଜ୍ଜ୍ବଳ ଚିହ୍ନ ରେ ଲୋମ ଶ୍ବତବେର୍ଣ୍ଣ ହାଇେଥାଏ ଓ ଚର୍ମର ନୀଚସ୍ଥ ଦଖାୟୋଏ, ତବେେ ତାହା କୁଷ୍ଠ ରୋଗ, ତାହା ଅଗ୍ନି ଦାହରୁ ଉତ୍ପନ୍ନ ହାଇେଅଛି। ଆଉ ଯାଜକ ତାକୁ ଅଶୁଚି ବୋଲି ପ୍ରକାଶ କରିବ। ତାହା କୁଷ୍ଠ ରୋଗ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଯାଜକ ତାହା ଦେଖିବ; ଆଉ ଦେଖ, ଯେବେ ଚିକ୍କଣ ଚିହ୍ନରେ ଥିବା ଲୋମ ଶ୍ଵେତବର୍ଣ୍ଣ ହୁଏ ଓ ଚର୍ମର ନୀଚସ୍ଥ ଦେଖାଯାଏ, ତେବେ ତାହା କୁଷ୍ଠ ରୋଗ, ତାହା ଅଗ୍ନିଦାହରୁ ଉତ୍ପନ୍ନ ହୋଇଅଛି; ପୁଣି ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା କୁଷ୍ଠ ରୋଗର ଘାଆ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଯାଜକ ତାହା ଦେଖିବ; ଆଉ, ଯଦି ଚିକ୍କଣ ଚିହ୍ନରେ ଥିବା ଲୋମ ଶ୍ଵେତବର୍ଣ୍ଣ ହୁଏ ଓ ଚର୍ମର ନୀଚସ୍ଥ ଦେଖାଯାଏ, ତେବେ ତାହା କୁଷ୍ଠରୋଗ, ତାହା ଅଗ୍ନିଦାହରୁ ଉତ୍ପନ୍ନ ହୋଇଅଛି; ପୁଣି ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା କୁଷ୍ଠରୋଗର ଘାʼ ଅଟେ।
Odia IRV 2017 (ଓଡିଆ ବାଇବେଲ)
ତେବେ ଯାଜକ ତାହା ଦେଖିବ; ଆଉ, ଯଦି ଚିକ୍କଣ ଚିହ୍ନରେ ଥିବା ଲୋମ ଶ୍ଵେତବର୍ଣ୍ଣ ହୁଏ ଓ ଚର୍ମର ନୀଚସ୍ଥ ଦେଖାଯାଏ, ତେବେ ତାହା କୁଷ୍ଠ ରୋଗ, ତାହା ଅଗ୍ନିଦାହରୁ ଉତ୍ପନ୍ନ ହୋଇଅଛି; ପୁଣି ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା କୁଷ୍ଠରୋଗର ଘା’ ଅଟେ।