Leviticus 13:26 — Compare Translations
5 translations compared side by side
Odia - 1840
"ମାତ୍ର ଯଦି ଯାଜକ ଦେଖିବ, ସହେି ଚିକ୍କଣ ଚିହ୍ନ ରେ ଶ୍ବତବେର୍ଣ୍ଣ ଲୋମ ନଥାଏ ଓ ତାହା ଚର୍ମର ନୀଚସ୍ଥ ନ ହାଇେ ମଳିନ ହାଇେଥାଏ, ତବେେ ଯାଜକ ତାକୁ ସାତ ଦିନ ପୃଥକ୍ କରି ରଖିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯାଜକ ତାହା ଦେଖନ୍ତେ, ଯେବେ ଦେଖ, ସେହି ଚିକ୍କଣ ଚିହ୍ନରେ ଶ୍ଵେତବର୍ଣ୍ଣ ଲୋମ ନ ଥାଏ ଓ ତାହା ଚର୍ମର ନୀଚସ୍ଥ ନ ହୋଇ ମଳିନ ହୋଇଥାଏ, ତେବେ ଯାଜକ ତାହାକୁ ସାତ ଦିନ ରୁଦ୍ଧ କରି ରଖିବ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଯଦି ଯାଜକ ଦେଖିବ, ସେହି ଚିକ୍କଣ ଚିହ୍ନରେ ଶ୍ୱେତବର୍ଣ୍ଣ ଲୋମ ନ ଥାଏ ଓ ତାହା ଚର୍ମର ନୀଚସ୍ଥ ନ ହୋଇ ମଳିନ ହୋଇଥାଏ, ତେବେ ଯାଜକ ତାକୁ ସାତ ଦିନ ପୃଥକ କରି ରଖିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯାଜକ ତାହା ଦେଖନ୍ତେ, ଯଦି ସେହି ଚିକ୍କଣ ଚିହ୍ନରେ ଶ୍ଵେତବର୍ଣ୍ଣ ଲୋମ ନ ଥାଏ ଓ ତାହା ଚର୍ମର ନୀଚସ୍ଥ ନ ହୋଇ ମଳିନ ହୋଇଥାଏ, ତେବେ ଯାଜକ ତାହାକୁ ସାତ ଦିନ ପର୍ଯ୍ୟନ୍ତ ପୃଥକ କରି ରଖିବ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯାଜକ ତାହା ଦେଖନ୍ତେ, ଯଦି ସେହି ଚିକ୍କଣ ଚିହ୍ନରେ ଶ୍ଵେତବର୍ଣ୍ଣ ଲୋମ ନ ଥାଏ ଓ ତାହା ଚର୍ମର ନୀଚସ୍ଥ ନ ହୋଇ ମଳିନ ହୋଇଥାଏ, ତେବେ ଯାଜକ ତାହାକୁ ସାତ ଦିନ ପର୍ଯ୍ୟନ୍ତ ପୃଥକ୍ କରି ରଖିବ।