Leviticus 13:28 — Compare Translations
5 translations compared side by side
Odia - 1840
"ଯଦି ଉଜ୍ଜ୍ବଳ ଚିହ୍ନ ସହେି ଗୋଟିଏ ସ୍ଥାନ ରେ ରହି ବୃଦ୍ଧି ନପାଏ ଓ ମଲିନ ହାଇେଥାଏ, ତବେେ ତାହା ଦାହର ଫୁଲା, ଆଉ ଯାଜକ ତାକୁ ଶୁଚି ବୋଲି ପ୍ରକାଶ କରିବ, ଯେ ହତେୁ ତାହା ଅଗ୍ନିଦାହର କ୍ଷତ ଚିହ୍ନ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେବେ ଚିକ୍କଣ ଚିହ୍ନ ସ୍ଵସ୍ଥାନରେ ଥାଏ ଓ ଚର୍ମରେ ବୃଦ୍ଧି ନ ପାଇ ମଳିନ ହୋଇଥାଏ; ତେବେ ତାହା ଦାହର ଫୁଲା, ଆଉ ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ; ଯେହେତୁ ତାହା ଅଗ୍ନିକୃତ କ୍ଷତର ଚିହ୍ନ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ଉଜ୍ଜ୍ୱଳ ଚିହ୍ନ ସେହି ଗୋଟିଏ ସ୍ଥାନରେ ରହି ବୃଦ୍ଧି ନ ପାଏ ଓ ମଳିନ ହୋଇଥାଏ, ତେବେ ତାହା ଦାହର ଫୁଲା, ଆଉ ଯାଜକ ତାକୁ ଶୁଚି ବୋଲି ପ୍ରକାଶ କରିବ, ଯେହେତୁ ତାହା ଅଗ୍ନିଦାହର କ୍ଷତ ଚିହ୍ନ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯଦି ଚିକ୍କଣ ଚିହ୍ନ ସ୍ୱ ସ୍ଥାନରେ ଥାଏ ଓ ଚର୍ମରେ ବୃଦ୍ଧି ନ ପାଇ ମଳିନ ହୋଇଥାଏ; ତେବେ ତାହା ଦାହର ଫୁଲା, ଆଉ ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ; ଯେହେତୁ ତାହା ଅଗ୍ନିକୃତ କ୍ଷତର ଚିହ୍ନ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଯଦି ଚିକ୍କଣ ଚିହ୍ନ ସ୍ୱସ୍ଥାନରେ ଥାଏ ଓ ଚର୍ମରେ ବୃଦ୍ଧି ନ ପାଇ ମଳିନ ହୋଇଥାଏ; ତେବେ ତାହା ଦାହର ଫୁଲା, ଆଉ ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ; ଯେହେତୁ ତାହା ଅଗ୍ନିକୃତ କ୍ଷତର ଚିହ୍ନ।