Leviticus 13:29 — Compare Translations

5 translations compared side by side

Odia - 1840
"ଆଉ ପୁରୁଷ ଅବା ସ୍ତ୍ରୀର ମସ୍ତକରେ ଅବା ଦାଢି ରେ ଘା' ହେଲ ଯାଜକ ସହେି ଘା' ଦେଖିବା"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ପୁରୁଷ ଅବା ସ୍ତ୍ରୀର ମସ୍ତକରେ ଅବା ଦାଢ଼ିରେ ଘା ହେଲେ ଯାଜକ ସେହି ଘା ଦେଖିବ;
Odia Bible ERV 2004 (ପବିତ୍ର ବାଇବଲ)
“ଆଉ ପୁରୁଷ ଅବା ସ୍ତ୍ରୀର ମସ୍ତକରେ ଅବା ଦାଢ଼ିରେ ଘା’ ହେଲେ ଯାଜକ ସେହି ଘା’ ଦେଖିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ପୁରୁଷ ଅବା ସ୍ତ୍ରୀର ମସ୍ତକରେ ଅବା ଦାଢ଼ିରେ ଘାʼ ହେଲେ ଯାଜକ ସେହି ଘାʼ ଦେଖିବ;
Odia IRV 2017 (ଓଡିଆ ବାଇବେଲ)
ଆଉ, ପୁରୁଷ ଅବା ସ୍ତ୍ରୀର ମସ୍ତକରେ ଅବା ଦାଢ଼ିରେ ଘା’ ହେଲେ ଯାଜକ ସେହି ଘା’ ଦେଖିବ;