Leviticus 13:3 — Compare Translations
5 translations compared side by side
Odia - 1840
"ତହୁଁ ଯାଜକ ତା'ର ଶରୀରର ଚର୍ମ ଉପରିସ୍ଥ ଘା' ଦେଖିବ, ଆଉ ଯବେେ ଘା'ର ଲୋମ ଶ୍ବତବେର୍ଣ୍ଣ ହାଇେଥାଏ, ପୁଣି ଘା' ଯବେେ ତା' ଶରୀରର ଚର୍ମଠାରୁ ନୀଚ୍ଚ ଦିଶେ ତବେେ ତାହା କୁଷ୍ଠ ରୋଗର ଘା' ଏଟେ। ଆଉ ଯାଜକ ତାହାକୁ ଦେଖିବ ଓ ତାକୁ ଅସୁଚି ବୋଲି ପ୍ରକାଶ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଯାଜକ ତାହା ଶରୀରର ଚର୍ମସ୍ଥିତ ଘା ଦେଖିବ; ଆଉ ଯେବେ ଘା ର ଲୋମ ଶ୍ଵେତବର୍ଣ୍ଣ ହୋଇଥାଏ, ପୁଣି ଘା ଯେବେ ତାହା ଶରୀରର ଚର୍ମଠାରୁ ନୀଚ ଦିଶେ, ତେବେ ତାହା କୁଷ୍ଠ ରୋଗର ଘା ଅଟେ; ଆଉ ଯାଜକ ତାହାକୁ ଦେଖିବ ଓ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ଯାଜକ ତା’ର ଶରୀରର ଚର୍ମ ଉପରିସ୍ଥ ଘା’ ଦେଖିବ, ଆଉ ଯେବେ ଘା’ର ଲୋମ ଶ୍ୱେତବର୍ଣ୍ଣ ହୋଇଥାଏ, ପୁଣି ଘା’ ଯେବେ ତା’ ଶରୀରର ଚର୍ମଠାରୁ ନୀଚ୍ଚ ଦିଶେ ତେବେ ତାହା କୁଷ୍ଠରୋଗର ଘା’ ଅଟେ। ଆଉ ଯାଜକ ତାହାକୁ ଦେଖିବ ଓ ତାକୁ ଅଶୁଚି ବୋଲି ପ୍ରକାଶ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଯାଜକ ତାହା ଶରୀରର ଚର୍ମସ୍ଥିତ ଘାʼ ଦେଖିବ; ଆଉ ଯଦି ଘାʼର ଲୋମ ଶ୍ଵେତବର୍ଣ୍ଣ ହୋଇଥାଏ, ପୁଣି ଘାʼ ଯଦି ତାହା ଶରୀରର ଚର୍ମଠାରୁ ନୀଚ ଦେଖାଯାଏ, ତେବେ ତାହା କୁଷ୍ଠରୋଗର ଘାʼ ଅଟେ; ଆଉ ଯାଜକ ତାହାକୁ ଦେଖିବ ଓ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଯାଜକ ତାହା ଶରୀରର ଚର୍ମସ୍ଥିତ ଘା’ ଦେଖିବ; ଆଉ ଯଦି ଘା’ର ଲୋମ ଶ୍ଵେତବର୍ଣ୍ଣ ହୋଇଥାଏ, ପୁଣି ଘା’ ଯଦି ତାହା ଶରୀରର ଚର୍ମଠାରୁ ନୀଚ ଦେଖାଯାଏ, ତେବେ ତାହା କୁଷ୍ଠରୋଗର ଘା’ ଅଟେ; ଆଉ ଯାଜକ ତାହାକୁ ଦେଖିବ ଓ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ।