Leviticus 13:30 — Compare Translations

5 translations compared side by side

Odia - 1840
"ଯାଜକ ସହେି ଘା' ଦେଖିବ, ଯଦି ତାହା ଚର୍ମର ନୀଚ୍ଚସ୍ଥ ଦଖାୟୋଏ, ତହିଁରେ ହଳଦିବର୍ଣ୍ଣ ସରୁ ଲୋକ ଥାଏ, ତବେେ ଯାଜକ ତାକୁ ଅଶୁଚି ବୋଲି ପ୍ରକାଶ କରିବ। ତାହା ଛଉ, ତାହା ମସ୍ତକ ଅବା ଦାଢିର କୁଷ୍ଠ ରୋଗ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଦେଖ, ଯେବେ ତାହା ଚର୍ମର ନୀଚସ୍ଥ ଦେଖାଯାଏ ଓ ତହିଁରେ ହଳଦି ବର୍ଣ୍ଣ ସରୁ ଲୋମ ଥାଏ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା ଛଉ, ତାହା ମସ୍ତକ ଅବା ଦାଢ଼ିର କୁଷ୍ଠରୋଗ ।
Odia Bible ERV 2004 (ପବିତ୍ର ବାଇବଲ)
ଯାଜକ ସେହି ଘା’ ଦେଖିବ, ଯଦି ତାହା ଚର୍ମର ନୀଚ୍ଚସ୍ଥ ଦେଖାଯାଏ, ତହିଁରେ ହଳଦିବର୍ଣ୍ଣ ସରୁ ଲୋମ ଥାଏ, ତେବେ ଯାଜକ ତାକୁ ଅଶୁଚି ବୋଲି ପ୍ରକାଶ କରିବ। ତାହା ଛଉ, ତାହା ମସ୍ତକ ଅବା ଦାଢ଼ିର କୁଷ୍ଠରୋଗ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଦେଖ, ଯଦି ତାହା ଚର୍ମର ନୀଚସ୍ଥ ଦେଖାଯାଏ ଓ ତହିଁରେ ହଳଦି ବର୍ଣ୍ଣ ସରୁ ଲୋମ ଥାଏ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା ଛଉ ଅଟେ, ତାହା ମସ୍ତକ ଅବା ଦାଢ଼ିର କୁଷ୍ଠରୋଗ ଅଟେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଦେଖ, ଯଦି ତାହା ଚର୍ମର ନୀଚସ୍ଥ ଦେଖାଯାଏ ଓ ତହିଁରେ ହଳଦି ବର୍ଣ୍ଣ ସରୁ ଲୋମ ଥାଏ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା ଛଉ ଅଟେ, ତାହା ମସ୍ତକ ଅବା ଦାଢ଼ିର କୁଷ୍ଠରୋଗ ଅଟେ।