Leviticus 13:31 — Compare Translations

5 translations compared side by side

Odia - 1840
"ପୁଣି ଯାଜକ ଯଦି ଦେଖିବ ସହେି ଘା' ଚର୍ମର ନୀଚସ୍ଥ ହାଇେ ନଥାଏ ଓ ତହିଁରେ କୃଷ୍ଣବର୍ଣ୍ଣ ଲୋମ ନଥାଏ, ତବେେ ଯାଜକ ସହେି ଲୋକକୁ ସାତଦିନ ପୃଥକ ରଖିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯାଜକ ଛଉର ଘାଆ ଦେଖନ୍ତେ, ଯେବେ ଦେଖ, ତାହା ଚର୍ମର ନୀଚସ୍ଥ ନ ଥାଏ ଓ ତହିଁରେ କୃଷ୍ଣବର୍ଣ୍ଣ ଲୋମ ନ ଥାଏ, ତେବେ ଯାଜକ ସେହି ଛଉ-ଘାʼଯୁକ୍ତ ଲୋକକୁ ସାତ ଦିନ ରୁଦ୍ଧ କରି ରଖିବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଯାଜକ ଯଦି ଦେଖିବ ସେହି ଘା’ ଚର୍ମର ନୀଚସ୍ଥ ହୋଇ ନ ଥାଏ ଓ ତହିଁରେ କୃଷ୍ଣବର୍ଣ୍ଣ ଲୋମ ନ ଥାଏ, ତେବେ ଯାଜକ ସେହି ଲୋକକୁ ସାତ ଦିନ ପୃଥକ ରଖିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯାଜକ ଛଉର ଘାʼ ଦେଖନ୍ତେ, ଯଦି ତାହା ଚର୍ମର ନୀଚସ୍ଥ ନ ଥାଏ ଓ ତହିଁରେ କୃଷ୍ଣବର୍ଣ୍ଣ ଲୋମ ନ ଥାଏ, ତେବେ ଯାଜକ ସେହି ଛଉ ଘାʼଯୁକ୍ତ ଲୋକକୁ ସାତ ଦିନ ପର୍ଯ୍ୟନ୍ତ ପୃଥକ କରି ରଖିବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଯାଜକ ଛଉର ଘା’ ଦେଖନ୍ତେ, ଯଦି ତାହା ଚର୍ମର ନୀଚସ୍ଥ ନ ଥାଏ ଓ ତହିଁରେ କୃଷ୍ଣବର୍ଣ୍ଣ ଲୋମ ନ ଥାଏ, ତେବେ ଯାଜକ ସେହି ଛଉ ଘା’ଯୁକ୍ତ ଲୋକକୁ ସାତ ଦିନ ପର୍ଯ୍ୟନ୍ତ ପୃଥକ୍ କରି ରଖିବ।