Leviticus 13:32 — Compare Translations

5 translations compared side by side

Odia - 1840
"ସପ୍ତମ ଦନ ରେ ଯାଜକ ସହେି ଲୋକର ଘା' ଦେଖିବ। ଯଦି ସହେି ଛଉ ବଢି ନଥାଏ ଓ ତହିଁରେ ହଳଦିବର୍ଣ୍ଣର ଲୋମ ହାଇେ ନଥାଏ, ଆଉ ତାହା ଚର୍ମର ନୀଚସ୍ଥ ଦଖାେ ନୟାଏ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସପ୍ତମ ଦିନରେ ଯାଜକ ତାହା ଦେଖିବ; ଆଉ ଦେଖ, ଯେବେ ସେହି ଛଉ ବଢ଼ି ନ ଥାଏ ଓ ତହିଁରେ ହଳଦିବର୍ଣ୍ଣ ଲୋମ ହୋଇ ନ ଥାଏ; ଆଉ, ତାହା ଚର୍ମର ନୀଚସ୍ଥ ଦେଖା ନ ଯାଏ,
Odia Bible ERV 2004 (ପବିତ୍ର ବାଇବଲ)
ସପ୍ତମ ଦିନରେ ଯାଜକ ସେହି ଲୋକର ଘା’ ଦେଖିବ। ଯଦି ସେହି ଛଉ ବଢ଼ି ନ ଥାଏ ଓ ତହିଁରେ ହଳଦିବର୍ଣ୍ଣର ଲୋମ ହୋଇ ନ ଥାଏ, ଆଉ ତାହା ଚର୍ମର ନୀଚସ୍ଥ ଦେଖା ନ ଯାଏ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସପ୍ତମ ଦିନରେ ଯାଜକ ତାହା ଦେଖିବ; ପୁଣି, ଯଦି ସେହି ଛଉ ବଢ଼ି ନ ଥାଏ ଓ ତହିଁରେ ହଳଦି ବର୍ଣ୍ଣ ଲୋମ ହୋଇ ନ ଥାଏ; ଆଉ, ତାହା ଚର୍ମର ନୀଚସ୍ଥ ଦେଖା ନ ଯାଏ,
Odia IRV 2017 (ଓଡିଆ ବାଇବେଲ)
ତହୁଁ ସପ୍ତମ ଦିନରେ ଯାଜକ ତାହା ଦେଖିବ; ପୁଣି, ଯଦି ସେହି ଛଉ ବଢ଼ି ନ ଥାଏ ଓ ତହିଁରେ ହଳଦି ବର୍ଣ୍ଣ ଲୋମ ହୋଇ ନ ଥାଏ; ଆଉ, ତାହା ଚର୍ମର ନୀଚସ୍ଥ ଦେଖା ନ ଯାଏ,