Leviticus 13:33 — Compare Translations
5 translations compared side by side
Odia - 1840
"ତବେେ ସେ ଲଣ୍ଡା ହବେ, ମାତ୍ର ଛଉ ସ୍ଥାନ ଲଣ୍ଡା ହବେ ନାହିଁ ଓ ଯାଜକ ସହେି ଛଉଥିବା ଲୋକକୁ ଆଉ ସାତଦିନ ପୃଥକ୍ କରି ରଖିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ସେ ଲଣ୍ତା ହେବ, ମାତ୍ର ଛଉ-ସ୍ଥାନ ଲଣ୍ତା କରିବ ନାହିଁ; ପୁଣି ଯାଜକ ସେହି ଛଉଯୁକ୍ତ ଲୋକକୁ ଆଉ ସାତ ଦିନ ରୁଦ୍ଧ କରି ରଖିବ ।
Odia Bible ERV 2004 (ପବିତ୍ର ବାଇବଲ)
ତେବେ ସେ ଲଣ୍ଡା ହେବ, ମାତ୍ର ଛଉ ସ୍ଥାନ ଲଣ୍ଡା ହେବ ନାହିଁ ଓ ଯାଜକ ସେହି ଛଉଥିବା ଲୋକକୁ ଆଉ ସାତ ଦିନ ପୃଥକ କରି ରଖିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ସେ ଲଣ୍ଡା ହେବ, ମାତ୍ର ଛଉ ସ୍ଥାନ ଲଣ୍ଡା କରିବ ନାହିଁ; ପୁଣି ଯାଜକ ସେହି ଛଉଯୁକ୍ତ ଲୋକକୁ ଆଉ ସାତ ଦିନ ପର୍ଯ୍ୟନ୍ତ ପୃଥକ କରି ରଖିବ।
Odia IRV 2017 (ଓଡିଆ ବାଇବେଲ)
ତେବେ ସେ ଲଣ୍ଡା ହେବ, ମାତ୍ର ଛଉ ସ୍ଥାନ ଲଣ୍ଡା କରିବ ନାହିଁ; ପୁଣି ଯାଜକ ସେହି ଛଉଯୁକ୍ତ ଲୋକକୁ ଆଉ ସାତ ଦିନ ପର୍ଯ୍ୟନ୍ତ ପୃଥକ୍ କରି ରଖିବ।